2 ଶାମୁୟେଲ 24:16 - ପବିତ୍ର ବାଇବଲ16 ଦୂତ ଯିରୁଶାଲମକୁ ଧ୍ୱଂସ କରିବା ପାଇଁ ତହିଁ ଆଡ଼କୁ ହସ୍ତ ବିସ୍ତାର କଲେ। କିନ୍ତୁ ସଦାପ୍ରଭୁ ଏକର୍ମ ପାଇଁ ଦୁଃଖ ପ୍ରକାଶ କଲେ। ସଦାପ୍ରଭୁ ଦୂତଙ୍କୁ କହିଲେ, “ଯେଉଁ ଲୋକମାନଙ୍କୁ ମାରିଅଛ ତାହା ଯଥେଷ୍ଟ, ତୁମ୍ଭ ହସ୍ତ ନତ କର।” ଏହି ସମୟରେ ସେହି ଦୂତ ଯିବୂଷୀୟ ଅରୌଣାରେ ଶସ୍ୟ ମର୍ଦ୍ଦନ ସ୍ଥାନ ନିକଟରେ ଥିଲେ। See the chapterପବିତ୍ର ବାଇବଲ (Re-edited) - (BSI)16 ଆଉ ଦୂତ ଯିରୂଶାଲମକୁ ବିନାଶ କରିବା ପାଇଁ ତହିଁ ଆଡ଼କୁ ହସ୍ତ ବିସ୍ତାର କରନ୍ତେ, ସଦାପ୍ରଭୁ ସେହି ବିପଦ ସକାଶୁ ଦୁଃଖିତ ହୋଇ ସେହି ବିନାଶକ ଦୂତକୁ କହିଲେ, ଯଥେଷ୍ଟ ହେଲା; ଏବେ ତୁମ୍ଭ ହସ୍ତ ସଙ୍କୁଚିତ କର। ଏହି ସମୟରେ ସଦାପ୍ରଭୁଙ୍କ ସେହି ଦୂତ ଯିବୂଷୀୟ ଅରୌଣାର ଶସ୍ୟମର୍ଦ୍ଦନ ସ୍ଥାନ ନିକଟରେ ଥିଲା। See the chapterଓଡିଆ ବାଇବେଲ16 ଆଉ ଦୂତ ଯିରୂଶାଲମକୁ ବିନାଶ କରିବା ପାଇଁ ତହିଁ ଆଡ଼କୁ ହସ୍ତ ବିସ୍ତାର କରନ୍ତେ, ସଦାପ୍ରଭୁ ସେହି ବିପଦ ସକାଶୁ ଦୁଃଖିତ ହୋଇ ସେହି ବିନାଶକ ଦୂତକୁ କହିଲେ, “ଯଥେଷ୍ଟ ହେଲା; ଏବେ ତୁମ୍ଭ ହସ୍ତ ସଙ୍କୁଚିତ କର।” ଏହି ସମୟରେ ସଦାପ୍ରଭୁଙ୍କ ସେହି ଦୂତ ଯିବୂଷୀୟ ଅରୌଣାର ଶସ୍ୟମର୍ଦ୍ଦନ ସ୍ଥାନ ନିକଟରେ ଥିଲା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଆଉ ଦୂତ ଯିରୂଶାଲମକୁ ବିନାଶ କରିବା ପାଇଁ ତହିଁ ଆଡ଼କୁ ହସ୍ତ ବିସ୍ତାର କରନ୍ତେ, ସଦାପ୍ରଭୁ ସେହି ବିପଦ ସକାଶୁ ଦୁଃଖିତ ହୋଇ ସେହି ବିନାଶକ ଦୂତକୁ କହିଲେ, “ଯଥେଷ୍ଟ ହେଲା; ଏବେ ତୁମ୍ଭ ହସ୍ତ ସଙ୍କୁଚିତ କର।” ଏହି ସମୟରେ ସଦାପ୍ରଭୁଙ୍କ ସେହି ଦୂତ ଯିବୂଷୀୟ ଅରୌଣାର ଶସ୍ୟମର୍ଦ୍ଦନ ସ୍ଥାନ ନିକଟରେ ଥିଲା। See the chapter |