2 ଶାମୁୟେଲ 3:39 - ପବିତ୍ର ବାଇବଲ39 ମୁଁ ରାଜା ରୂପେ ଅଭିଷିକ୍ତ ହେଲେ ହେଁ ତଥାପି ମୁଁ ଆଜି ଦୁର୍ବଳ। ଏହି ସରୁୟାର ପୁତ୍ରମାନେ ମୋତେ ଅତି ଦୁଃଖର କାରଣ ଦେଲେ। ସଦାପ୍ରଭୁ ଏହି କୁକାର୍ଯ୍ୟ କରିଥିବା ଲୋକମାନଙ୍କୁ ତାଙ୍କର କୁକର୍ମ ଅନୁସାରେ ଦଣ୍ତ ଦିଅନ୍ତୁ।” See the chapterପବିତ୍ର ବାଇବଲ (Re-edited) - (BSI)39 ଏଣୁ ମୁଁ ରାଜାଭିଷିକ୍ତ ହେଲେ ହେଁ ଆଜି ଦୁର୍ବଳ ହେଲି; ଏହି ପୁରୁଷମାନେ, ଅର୍ଥାତ୍, ସରୁୟାର ପୁତ୍ରମାନେ ଆମ୍ଭର ଅବାଧ୍ୟ; ସଦାପ୍ରଭୁ ଏହି କୁକ୍ରିୟାକାରୀକୁ ତାହାର କୁକର୍ମ ଅନୁସାରେ ପ୍ରତିଫଳ ଦେଉନ୍ତୁ। See the chapterଓଡିଆ ବାଇବେଲ39 ଏଣୁ ମୁଁ ରାଜାଭିଷିକ୍ତ ହେଲେ ହେଁ ଆଜି ଦୁର୍ବଳ ହେଲି; ଏହି ପୁରୁଷମାନେ, ଅର୍ଥାତ୍, ସରୁୟାର ପୁତ୍ରମାନେ ଆମ୍ଭ ପ୍ରତି ନିଷ୍ଠୁର; ସଦାପ୍ରଭୁ ଏହି କୁକ୍ରିୟାକାରୀକୁ ତାହାର କୁକର୍ମ ଅନୁସାରେ ପ୍ରତିଫଳ ଦିଅନ୍ତୁ।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT39 ଏଣୁ ମୁଁ ରାଜାଭିଷିକ୍ତ ହେଲେ ହେଁ ଆଜି ଦୁର୍ବଳ ହେଲି; ଏହି ପୁରୁଷମାନେ, ଅର୍ଥାତ୍, ସରୁୟାର ପୁତ୍ରମାନେ ଆମ୍ଭ ପ୍ରତି ନିଷ୍ଠୁର; ସଦାପ୍ରଭୁ ଏହି କୁକ୍ରିୟାକାରୀକୁ ତାହାର କୁକର୍ମ ଅନୁସାରେ ପ୍ରତିଫଳ ଦିଅନ୍ତୁ।” See the chapter |