2 ଶାମୁୟେଲ 5:17 - ପବିତ୍ର ବାଇବଲ17 ପଲେଷ୍ଟୀୟମାନେ ଜାଣିବାକୁ ପାଇଲେ ଯେ, ସମଗ୍ର ଇସ୍ରାଏଲୀୟମାନଙ୍କ ରାଜା ଭାବରେ ଦାଉଦଙ୍କୁ ବଚ୍ଛା ଯାଇଛି। ତେଣୁ ଦାଉଦଙ୍କୁ ମାରିବା ପାଇଁ ସମସ୍ତ ପଲେଷ୍ଟୀୟ ଦାଉଦଙ୍କୁ ଖୋଜିଲେ। ତେଣୁ ଦାଉଦ ଏହା ଜାଣି ପାରି ଯିରୁଶାଲମରେ ଥିବା ଗଡ଼ ଭିତରେ ଯାଇ ଲୁଚିଲେ। See the chapterପବିତ୍ର ବାଇବଲ (Re-edited) - (BSI)17 ଏଉତ୍ତାରେ ଲୋକମାନେ ଦାଉଦଙ୍କୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କରିଅଛନ୍ତି, ଏହା ପଲେଷ୍ଟୀୟମାନେ ଶୁଣି ସମସ୍ତ ପଲେଷ୍ଟୀୟ ଲୋକ ଦାଉଦଙ୍କୁ ଅନ୍ଵେଷଣ କରିବାକୁ ଆସିଲେ; ତହୁଁ ଦାଉଦ ତାହା ଶୁଣି ଗଡ଼କୁ ଚାଲିଗଲେ। See the chapterଓଡିଆ ବାଇବେଲ17 ଏଉତ୍ତାରେ ଲୋକମାନେ ଦାଉଦଙ୍କୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କରିଅଛନ୍ତି, ଏହା ପଲେଷ୍ଟୀୟମାନେ ଶୁଣି ସମସ୍ତ ପଲେଷ୍ଟୀୟ ଲୋକ ଦାଉଦଙ୍କୁ ଅନ୍ୱେଷଣ କରିବାକୁ ଆସିଲେ; ତହୁଁ ଦାଉଦ ତାହା ଶୁଣି ଗଡ଼କୁ ଚାଲିଗଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଏଉତ୍ତାରେ ଲୋକମାନେ ଦାଉଦଙ୍କୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କରିଅଛନ୍ତି, ଏହା ପଲେଷ୍ଟୀୟମାନେ ଶୁଣି ସମସ୍ତ ପଲେଷ୍ଟୀୟ ଲୋକ ଦାଉଦଙ୍କୁ ଅନ୍ୱେଷଣ କରିବାକୁ ଆସିଲେ; ତହୁଁ ଦାଉଦ ତାହା ଶୁଣି ଗଡ଼କୁ ଚାଲିଗଲେ। See the chapter |