2 ଶାମୁୟେଲ 5:18 - ପବିତ୍ର ବାଇବଲ18 ପଲେଷ୍ଟୀୟମାନେ ଫେରି ରଫାୟିମ୍ ଉପତ୍ୟକାରେ ସେନାଛାଉଣି ପକାଇଲେ। See the chapterପବିତ୍ର ବାଇବଲ (Re-edited) - (BSI)18 ଏହି ସମୟରେ ପଲେଷ୍ଟୀୟମାନେ ଆସି ରଫାୟିମ ତଳଭୂମିରେ ବ୍ୟାପ୍ତ ହୋଇଥିଲେ। See the chapterଓଡିଆ ବାଇବେଲ18 ଏହି ସମୟରେ ପଲେଷ୍ଟୀୟମାନେ ଆସି ରଫାୟୀମ ତଳଭୂମିରେ ବିସ୍ତାର ହୋଇଥିଲେ See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଏହି ସମୟରେ ପଲେଷ୍ଟୀୟମାନେ ଆସି ରଫାୟୀମ ତଳଭୂମିରେ ବିସ୍ତାର ହୋଇଥିଲେ See the chapter |