Online Bible

- Advertisements -




2 ଶାମୁୟେଲ 5:3 - ପବିତ୍ର ବାଇବଲ

3 ତେଣୁ ଇସ୍ରାଏଲର ସମସ୍ତ ନେତାମାନେ ରାଜା ଦାଉଦଙ୍କ ସାକ୍ଷାତ ପାଇଁ ହିବ୍ରୋଣକୁ ଆସିଲେ। ତହିଁରେ ରାଜା ଦାଉଦ ହିବ୍ରୋଣରେ ସଦାପ୍ରଭୁ ସମ୍ମୁଖରେ ସେମାନଙ୍କ ସହିତ ଚୁକ୍ତି କଲେ ଓ ସେମାନେ ଇସ୍ରାଏଲର ରାଜା ରୂପେ ଦାଉଦଙ୍କୁ ଅଭିଷିକ୍ତ କଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

3 ଏହିରୂପେ ଇସ୍ରାଏଲର ସମସ୍ତ ପ୍ରାଚୀନ ହିବ୍ରୋଣକୁ ରାଜାଙ୍କ କତିକି ଆସିଲେ; ତହିଁରେ ଦାଉଦ ରାଜା ହିବ୍ରୋଣରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କ ସଙ୍ଗରେ ନିୟମ କଲେ ଓ ସେମାନେ ଇସ୍ରାଏଲ ଉପରେ ଦାଉଦଙ୍କୁ ରାଜାଭିଷିକ୍ତ କଲେ।

See the chapter Copy

ଓଡିଆ ବାଇବେଲ

3 ଏହିରୂପେ ଇସ୍ରାଏଲର ସମସ୍ତ ପ୍ରାଚୀନ ହିବ୍ରୋଣକୁ ରାଜାଙ୍କ ନିକଟକୁ ଆସିଲେ; ତହିଁରେ ଦାଉଦ ରାଜା ହିବ୍ରୋଣରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କ ସଙ୍ଗରେ ନିୟମ କଲେ ଓ ସେମାନେ ଇସ୍ରାଏଲ ଉପରେ ଦାଉଦଙ୍କୁ ରାଜାଭିଷିକ୍ତ କଲେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଏହିରୂପେ ଇସ୍ରାଏଲର ସମସ୍ତ ପ୍ରାଚୀନ ହିବ୍ରୋଣକୁ ରାଜାଙ୍କ ନିକଟକୁ ଆସିଲେ; ତହିଁରେ ଦାଉଦ ରାଜା ହିବ୍ରୋଣରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କ ସଙ୍ଗରେ ନିୟମ କଲେ ଓ ସେମାନେ ଇସ୍ରାଏଲ ଉପରେ ଦାଉଦଙ୍କୁ ରାଜାଭିଷିକ୍ତ କଲେ।

See the chapter Copy




2 ଶାମୁୟେଲ 5:3

Follow us:

Advertisements


Advertisements