Online Bible

- Advertisements -




2 ଶାମୁୟେଲ 5:8 - ପବିତ୍ର ବାଇବଲ

8 ସେହି ଦିନ ଦାଉଦ ତାଙ୍କର ଲୋକମାନଙ୍କୁ କହିଲେ, “ଯେଉଁମାନେ ଯିବୂଷୀୟମାନଙ୍କୁ ଆକ୍ରମଣ କରିବା ପାଇଁ ଇଚ୍ଛା କରୁଛନ୍ତି ସେମାନେ ପାଣିନଳ ମଧ୍ୟଦେଇ ଯିବା ଉଚିତ୍ ଓ ସେହିସବୁ ଛୋଟା ଓ ଅନ୍ଧ ଲୋକମାନଙ୍କ ପାଖକୁ ପହଞ୍ଚିବା ଉଚିତ୍।” ସେଥିପାଇଁ ଲୋକମାନେ କହନ୍ତି, “ଅନ୍ଧ ଓ ଛୋଟାମାନେ ଗୃହ ଭିତରକୁ ଆସି ପାରିବେ ନାହିଁ।”

See the chapter Copy

ପବିତ୍ର ବାଇବଲ (Re-edited) - (BSI)

8 ପୁଣି ଦାଉଦ ସେହି ଦିନ କହିଲେ, ଯେ କେହି ଯିବୂଷୀୟମାନଙ୍କୁ ବଧ କରେ, ସେ ଜଳପ୍ରଣାଳୀକି ଯାଇ ଦାଉଦ-ପ୍ରାଣର ଘୃଣିତ ସେହି ଛୋଟା ଓ ଅନ୍ଧମାନଙ୍କୁ ବଧ କରୁ। ଏହେତୁ ଲୋକେ କହନ୍ତି, ଅନ୍ଧ ଓ ଛୋଟାମାନେ ସେଠାରେ ଅଛନ୍ତି; ସେ ଘର ଭିତରକୁ ଆସି ପାରିବ ନାହିଁ।

See the chapter Copy

ଓଡିଆ ବାଇବେଲ

8 ପୁଣି ଦାଉଦ ସେହି ଦିନ କହିଲେ, “ଯେକେହି ଯିବୂଷୀୟମାନଙ୍କୁ ବଧ କରେ, ସେ ଜଳ ପ୍ରଣାଳୀକୁ ଯାଇ ଦାଉଦ-ପ୍ରାଣର ଘୃଣିତ ସେହି ଛୋଟା ଓ ଅନ୍ଧମାନଙ୍କୁ ବଧ କରୁ। ଏହେତୁ ଲୋକେ କହନ୍ତି, ଅନ୍ଧ ଓ ଛୋଟାମାନେ ସେଠାରେ ଅଛନ୍ତି; ସେ ସଦାପ୍ରଭୁଙ୍କ ଗୃହ ଭିତରକୁ ଆସି ପାରିବ ନାହିଁ।”

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ପୁଣି ଦାଉଦ ସେହି ଦିନ କହିଲେ, “ଯେକେହି ଯିବୂଷୀୟମାନଙ୍କୁ ବଧ କରେ, ସେ ଜଳ ପ୍ରଣାଳୀକୁ ଯାଇ ଦାଉଦ-ପ୍ରାଣର ଘୃଣିତ ସେହି ‘ଛୋଟା ଓ ଅନ୍ଧମାନଙ୍କୁ’ ବଧ କରୁ।” ଏହେତୁ ଲୋକେ କହନ୍ତି, “ଅନ୍ଧ ଓ ଛୋଟାମାନେ ସେଠାରେ ଅଛନ୍ତି; ସେ ସଦାପ୍ରଭୁଙ୍କ ଗୃହ ଭିତରକୁ ଆସିପାରିବ ନାହିଁ।”

See the chapter Copy




2 ଶାମୁୟେଲ 5:8

Follow us:

Advertisements


Advertisements