2 ଶାମୁୟେଲ 5:9 - ପବିତ୍ର ବାଇବଲ9 ଦାଉଦ ସେହି ଦୁର୍ଗରେ ବାସ କଲେ, ଏବଂ ସେହି ସହରକୁ, “ଦାଉଦ ସହର ନାମରେ ନାମିତ କଲେ।” ଦାଉଦ ମିଲ୍ଲୋ ସ୍ଥାନକୁ ନିର୍ମାଣ କରିବାକୁ ଆରମ୍ଭ କଲେ। ସେ ମଧ୍ୟ ନଗର ଭିତରେ ବହୁତ ପକ୍କାଘର ନିର୍ମାଣ କଲେ। See the chapterପବିତ୍ର ବାଇବଲ (Re-edited) - (BSI)9 ଅନନ୍ତର ଦାଉଦ ସେହି ଦୃଢ଼ ଗଡ଼ରେ ବାସ କରି ତାହାର ନାମ ଦାଉଦ-ନଗର ରଖିଲେ। ଆଉ ଦାଉଦ ମିଲ୍ଲୋଠାରୁ ଭିତର ଆଡ଼େ ଚତୁର୍ଦ୍ଦିଗରେ ଗୃହାଦି ନିର୍ମାଣ କଲେ। See the chapterଓଡିଆ ବାଇବେଲ9 ଏଥିଉତ୍ତାରେ ଦାଉଦ ସେହି ଦୃଢ଼ ଗଡ଼ରେ ବାସ କରି ତାହାର ନାମ ଦାଉଦ-ନଗର ରଖିଲେ। ଆଉ ଦାଉଦ ମିଲ୍ଲୋଠାରୁ ଭିତର ଆଡ଼େ ଚତୁର୍ଦ୍ଦିଗରେ ଗଡ଼ ନିର୍ମାଣ କଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଏଥିଉତ୍ତାରେ ଦାଉଦ ସେହି ଦୃଢ଼ ଗଡ଼ରେ ବାସ କରି ତାହାର ନାମ ଦାଉଦ-ନଗର ରଖିଲେ। ଆଉ ଦାଉଦ ମିଲ୍ଲୋଠାରୁ ଭିତର ଆଡ଼େ ଚତୁର୍ଦ୍ଦିଗରେ ଗଡ଼ ନିର୍ମାଣ କଲେ। See the chapter |