2 ଶାମୁୟେଲ 6:1 - ପବିତ୍ର ବାଇବଲ1 ଦାଉଦ ଆଉ ଥରେ ବଛା ବଛା 30,000 ସୈନ୍ୟମାନଙ୍କୁ ଇସ୍ରାଏଲରେ ଏକତ୍ରିତ କଲେ। See the chapterପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ଦାଉଦ ପୁନର୍ବାର ଇସ୍ରାଏଲର ତିରିଶ ହଜାର ବଛା ଲୋକ ସମସ୍ତଙ୍କୁ ସଂଗ୍ରହ କଲେ। See the chapterଓଡିଆ ବାଇବେଲ1 ଏଥିଉତ୍ତାରେ ଦାଉଦ ପୁନର୍ବାର ଇସ୍ରାଏଲର ତିରିଶ ହଜାର ବଚ୍ଛା ଲୋକ ସମସ୍ତଙ୍କୁ ସଂଗ୍ରହ କଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଦାଉଦ ପୁନର୍ବାର ଇସ୍ରାଏଲର ତିରିଶ ହଜାର ବଛା ଲୋକ ସମସ୍ତଙ୍କୁ ସଂଗ୍ରହ କଲେ। See the chapter |