2 ଶାମୁୟେଲ 6:23 - ପବିତ୍ର ବାଇବଲ23 ଏହି ଯୋଗୁଁ ଶାଉଲଙ୍କର କନ୍ୟା ମୀଖଲଙ୍କର କୌଣସି ସନ୍ତାନ ନ ଥିଲା। ସେ ମୃତ୍ୟୁ ପର୍ଯ୍ୟନ୍ତ ନିସନ୍ତାନ ଥିଲେ। See the chapterପବିତ୍ର ବାଇବଲ (Re-edited) - (BSI)23 ଏହେତୁ ଶାଉଲଙ୍କର କନ୍ୟା ମୀଖଲର ମରଣ ଦିନ ପର୍ଯ୍ୟନ୍ତ ସନ୍ତାନ ନୋହିଲା। See the chapterଓଡିଆ ବାଇବେଲ23 ଏହେତୁ ଶାଉଲଙ୍କର କନ୍ୟା ମୀଖଲର ମରଣ ଦିନ ପର୍ଯ୍ୟନ୍ତ ସନ୍ତାନ ହେଲା ନାହିଁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଏହେତୁ ଶାଉଲଙ୍କର କନ୍ୟା ମୀଖଲର ମରଣ ଦିନ ପର୍ଯ୍ୟନ୍ତ ସନ୍ତାନ ହେଲା ନାହିଁ। See the chapter |