2 ଶାମୁୟେଲ 7:15 - ପବିତ୍ର ବାଇବଲ15 ମୁଁ କେବେ ତା’ ପ୍ରତି ମୋର କରୁଣା ଓ ପ୍ରେମ ବନ୍ଦ କରିବି ନାହିଁ। ମୁଁ ଶାଉଲଠାରୁ ମୋର ପ୍ରେମ ଓ କରୁଣା ଦୂର କଲି, କିନ୍ତୁ ମୁଁ ତୁମ୍ଭକୁ ସେପରି କରିବି ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)15 ମାତ୍ର ତୁମ୍ଭ ସମ୍ମୁଖରୁ ଦୂରୀକୃତ ଶାଉଲଠାରୁ ଯେପରି ଆମ୍ଭେ ଆପଣା ଦୟା ଦୂର କଲୁ, ସେପରି ତାହାଠାରୁ ଆମ୍ଭର ଦୟା ଦୂର ହେବ ନାହିଁ। See the chapterଓଡିଆ ବାଇବେଲ15 ମାତ୍ର ତୁମ୍ଭ ସମ୍ମୁଖରୁ ଦୂରୀକୃତ ଶାଉଲଠାରୁ ଯେପରି ଆମ୍ଭେ ଆପଣା ଦୟା ଦୂର କଲୁ, ସେପରି ତାହାଠାରୁ ଆମ୍ଭର ଦୟା ଦୂର ହେବ ନାହିଁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ମାତ୍ର ତୁମ୍ଭ ସମ୍ମୁଖରୁ ଦୂରୀକୃତ ଶାଉଲଠାରୁ ଯେପରି ଆମ୍ଭେ ଆପଣା ଦୟା ଦୂର କଲୁ, ସେପରି ତାହାଠାରୁ ଆମ୍ଭର ଦୟା ଦୂର ହେବ ନାହିଁ। See the chapter |