2 ଶାମୁୟେଲ 7:2 - ପବିତ୍ର ବାଇବଲ2 ରାଜା ଦାଉଦ ଭବିଷ୍ୟଦ୍ବକ୍ତା ନାଥନଙ୍କୁ କହିଲେ, “ଦେଖ ମୁଁ ଏବେ ଏରସ ନିର୍ମିତ କାଠ ଘରେ ବାସ କରୁଅଛି କିନ୍ତୁ ପରମେଶ୍ୱରଙ୍କର ପବିତ୍ର ସିନ୍ଦୁକ ସେହି ତମ୍ବୁ ତଳେ ରହି ଅଛି। ଆମ୍ଭେମାନେ ପବିତ୍ର ସିନ୍ଦୁକ ପାଇଁ ଏକ ସୁନ୍ଦର ପ୍ରାସାଦ ତିଆରି କରିବା କଥା।” See the chapterପବିତ୍ର ବାଇବଲ (Re-edited) - (BSI)2 ରାଜା ନାଥନ ଭବିଷ୍ୟଦ୍ବକ୍ତାଙ୍କୁ କହିଲେ, ଦେଖ, ଏବେ ମୁଁ ଏରସ କାଷ୍ଠନିର୍ମିତ ଗୃହରେ ବାସ କରୁଅଛି, ମାତ୍ର ପରମେଶ୍ଵରଙ୍କ ସିନ୍ଦୁକ ଯବନିକା ମଧ୍ୟରେ ବାସ କରୁଅଛି। See the chapterଓଡିଆ ବାଇବେଲ2 ରାଜା ନାଥନ ଭବିଷ୍ୟଦ୍ବକ୍ତାଙ୍କୁ କହିଲେ, “ଦେଖ, ଏବେ ମୁଁ ଏରସ କାଷ୍ଠରେ ନିର୍ମିତ ଗୃହରେ ବାସ କରୁଅଛି, ମାତ୍ର ପରମେଶ୍ୱରଙ୍କ ସିନ୍ଦୁକ ପରଦା ପଛରେ ବାସ କରୁଅଛି।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ରାଜା ନାଥନ ଭବିଷ୍ୟଦ୍ବକ୍ତାଙ୍କୁ କହିଲେ, “ଦେଖ, ଏବେ ମୁଁ ଏରସ କାଷ୍ଠରେ ନିର୍ମିତ ଗୃହରେ ବାସ କରୁଅଛି, ମାତ୍ର ପରମେଶ୍ୱରଙ୍କ ସିନ୍ଦୁକ ପରଦା ପଛରେ ବାସ କରୁଅଛି।” See the chapter |