2 ଶାମୁୟେଲ 7:26 - ପବିତ୍ର ବାଇବଲ26 ତା'ହେଲେ ତୁମ୍ଭର ନାମ ଚିରଦିନ ପାଇଁ ସମ୍ମାନିତ ହେବ। ଲୋକମାନେ କହିବେ, ‘ସର୍ବଶକ୍ତିମାନ ସଦାପ୍ରଭୁ ପରମେଶ୍ୱର ଇସ୍ରାଏଲରେ ଶାସନ କରନ୍ତି। ଏବଂ ତୁମ୍ଭର ସେବକ ଦାଉଦର ବଂଶଧର ତୁମ୍ଭର ସେବା କରିବାରେ ଶକ୍ତିଶାଳୀ ହୁଅନ୍ତୁ।’ See the chapterପବିତ୍ର ବାଇବଲ (Re-edited) - (BSI)26 ପୁଣି ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଅଟନ୍ତି ଓ ତୁମ୍ଭ ଦାସ ଦାଉଦର ବଂଶ ତୁମ୍ଭ ସମ୍ମୁଖରେ ସ୍ଥାୟୀ ହେବ, ଏହି କଥା ଦ୍ଵାରା ତୁମ୍ଭ ନାମ ଅନ; କାଳ ମହତ ହେଉ। See the chapterଓଡିଆ ବାଇବେଲ26 “ପୁଣି ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଅଟନ୍ତି ଓ ତୁମ୍ଭ ଦାସ ଦାଉଦର ବଂଶ ତୁମ୍ଭ ସମ୍ମୁଖରେ ସ୍ଥାୟୀ ହେବ,” ଏହି କଥା ଦ୍ୱାରା ତୁମ୍ଭ ନାମ ଅନନ୍ତ କାଳ ମହତ୍ ହେଉ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ପୁଣି ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଅଟନ୍ତି ଓ ତୁମ୍ଭ ଦାସ ଦାଉଦର ବଂଶ ତୁମ୍ଭ ସମ୍ମୁଖରେ ସ୍ଥାୟୀ ହେବ, ଏହି କଥା ଦ୍ୱାରା ତୁମ୍ଭ ନାମ ଅନନ୍ତକାଳ ମହତ୍ ହେଉ। See the chapter |