2 ଶାମୁୟେଲ 9:4 - ପବିତ୍ର ବାଇବଲ4 ରାଜା ଦାଉଦ ସୀବଃଙ୍କୁ କହିଲେ, “ସେ ପୁତ୍ର କେଉଁଠାରେ ଅଛି?” “ସେ ପୁତ୍ର ଲୋ-ଦବାରରେ ଅମ୍ମୀୟେଲର ପୁତ୍ର ମାଖୀରର ଘରେ ଅଛି।” See the chapterପବିତ୍ର ବାଇବଲ (Re-edited) - (BSI)4 ତହୁଁ ରାଜା ତାହାକୁ ପଚାରିଲେ, ସେ କେଉଁଠାରେ ଅଛି? ତହିଁରେ ସୀବଃ ରାଜାଙ୍କୁ କହିଲା, ଦେଖନ୍ତୁ, ସେ ଲୋ-ଦବାରରେ ଅମ୍ମୀୟେଲର ପୁତ୍ର ମାଖୀରର ଗୃହରେ ଅଛି। See the chapterଓଡିଆ ବାଇବେଲ4 ତହୁଁ ରାଜା ତାହାକୁ ପଚାରିଲେ, “ସେ କେଉଁଠାରେ ଅଛି ?” ତହିଁରେ ସୀବଃ ରାଜାଙ୍କୁ କହିଲା, “ଦେଖନ୍ତୁ, ସେ ଲୋ-ଦବାରରେ ଅମ୍ମୀୟେଲର ପୁତ୍ର ମାଖୀରର ଗୃହରେ ଅଛି।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତହୁଁ ରାଜା ତାହାକୁ ପଚାରିଲେ, “ସେ କେଉଁଠାରେ ଅଛି?” ତହିଁରେ ସୀବଃ ରାଜାଙ୍କୁ କହିଲା, “ଦେଖନ୍ତୁ, ସେ ଲୋ-ଦବାରରେ ଅମ୍ମୀୟେଲର ପୁତ୍ର ମାଖୀରର ଗୃହରେ ଅଛି।” See the chapter |