୨ ଥେସଲନୀକୀୟ 2:5 - ପବିତ୍ର ବାଇବଲ5 ମୁଁ ପୂର୍ବରୁ କହିଥିଲି ଯେ ଏହି ଘଟଣାଗୁଡ଼ିକ ଘଟିବ। See the chapterପବିତ୍ର ବାଇବଲ (Re-edited) - (BSI)5 ମୁଁ ତୁମ୍ଭମାନଙ୍କ ସଙ୍ଗରେ ଥିବା ସମୟରେ ଏହିସବୁ ବିଷୟ ଯେ ତୁମ୍ଭମାନଙ୍କୁ ଥରକୁଥର କହିଥିଲି, ତାହା କଅଣ ତୁମ୍ଭମାନଙ୍କର ସ୍ମରଣ ନାହିଁ? See the chapterଓଡିଆ ବାଇବେଲ5 ମୁଁ ତୁମ୍ଭମାନଙ୍କ ସଙ୍ଗରେ ଥିବା ସମୟରେ ଏହି ସବୁ ବିଷୟ ଯେ ତୁମ୍ଭମାନଙ୍କୁ କହିଥିଲି, ତାହା କ'ଣ ତୁମ୍ଭମାନଙ୍କର ମନେ ନାହିଁ ? See the chapterପବିତ୍ର ବାଇବଲ (CL) NT (BSI)5 ତୁମ୍ଭମାନଙ୍କର କ’ଣ ସ୍ମରଣ ନାହିଁ? ମୁଁ ତୁମ ସଙ୍ଗରେ ଥିବାବେଳେ ତୁମ୍ଭମାନଙ୍କୁ ଏ ସବୁ ବିଷୟ କହିଥିଲି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ମୁଁ ତୁମ୍ଭମାନଙ୍କ ସଙ୍ଗରେ ଥିବା ସମୟରେ ଏହିସବୁ ବିଷୟ ଯେ ତୁମ୍ଭମାନଙ୍କୁ କହିଥିଲି, ତାହା କଅଣ ତୁମ୍ଭମାନଙ୍କର ମନେ ନାହିଁ? See the chapter |