Online Bible

- Advertisements -




୨ ଥେସଲନୀକୀୟ 3:15 - ପବିତ୍ର ବାଇବଲ

15 କିନ୍ତୁ ତାକୁ ଶତ୍ରୁ ଭଳି ବ୍ୟବହାର ନ କରି, ଭାଇ ଭଳି ଚେତେଇ ଦିଅ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

15 ତଥାପି ତାହାକୁ ଶତ୍ରୁ ବୋଲି ଜ୍ଞାନ କର ନାହିଁ, ମାତ୍ର ତାହାକୁ ଭାଇ ବୋଲି ଜ୍ଞାନ କରି ଚେତନା ଦିଅ।

See the chapter Copy

ଓଡିଆ ବାଇବେଲ

15 ତଥାପି ତାହାକୁ ଶତ୍ରୁ ବୋଲି ଭାବ ନାହିଁ, ମାତ୍ର ତାହାକୁ ଭାଇ ବୋଲି ଭାବି ସତର୍କ କରାଅ ।

See the chapter Copy

ପବିତ୍ର ବାଇବଲ (CL) NT (BSI)

15 ତାହାହେଲେ, ସେ ଲଜ୍ଜିତ ହେବ। କିନ୍ତୁ ତା’ ପ୍ରତି ଶତ୍ରୁତା ଆଚରଣ ନ କରି, ଭାଇ ପରି ତାକୁ ସତର୍କ କରିଦିଅ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ତଥାପି ତାହାକୁ ଶତ୍ରୁ ବୋଲି ଭାବ ନାହିଁ, ମାତ୍ର ତାହାକୁ ଭାଇ ବୋଲି ଭାବି ସତର୍କ କରାଅ।

See the chapter Copy




୨ ଥେସଲନୀକୀୟ 3:15

Follow us:

Advertisements


Advertisements