୨ ତୀମଥି 2:10 - ପବିତ୍ର ବାଇବଲ10 ଅତଏବ ମୁଁ ଧୈର୍ଯ୍ୟପୂର୍ବକ ଉକ୍ତ କଷ୍ଟଗୁଡ଼ିକୁ ସହି ନେଉଛି। ପରମେଶ୍ୱର ଯେତେ ଲୋକଙ୍କୁ ବାଛିଛନ୍ତି, ସେମାନଙ୍କୁ ସାହାଯ୍ୟ କରିବା ପାଇଁ ମୁଁ ଏପରି କରୁଛି। ମୁଁ ଏଗୁଡ଼ିକ ସହି ନେବାର କାରଣ ଯେ, ସେହି ଲୋକମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ପରିତ୍ରାଣ ପାଇ ପାରିବେ। ସେହି ପରିତ୍ରାଣ ଗୋଟିଏ ଅସୀମ ମହିମା ସହିତ ଆସେ। See the chapterପବିତ୍ର ବାଇବଲ (Re-edited) - (BSI)10 ଅତଏବ, ମନୋନୀତ ଲୋକମାନେ ମଧ୍ୟ ଯେପରି ଅନ; ଗୌରବ ସହିତ ଖ୍ରୀଷ୍ଟ ଯୀଶୁଙ୍କ ଦତ୍ତ ପରିତ୍ରାଣ ପ୍ରାପ୍ତ ହୁଅନ୍ତି, ଏଥିପାଇଁ ମୁଁ ସେମାନଙ୍କ ନିମନ୍ତେ ସମସ୍ତ ବିଷୟ ଧୈର୍ଯ୍ୟ ଧରି ସହ୍ୟ କରୁଅଛି। See the chapterଓଡିଆ ବାଇବେଲ10 ଅତଏବ, ମନୋନୀତ ଲୋକମାନେ ମଧ୍ୟ ଯେପରି ଅନନ୍ତ ଗୌରବ ସହିତ ଖ୍ରୀଷ୍ଟ ଯୀଶୁଙ୍କ ଦତ୍ତ ପରିତ୍ରାଣ ପାଆନ୍ତି, ଏଥିପାଇଁ ମୁଁ ସେମାନଙ୍କ ନିମନ୍ତେ ସମସ୍ତ ବିଷୟ ଧୖେର୍ଯ୍ୟ ଧରି ସହ୍ୟ କରୁଅଛି । See the chapterପବିତ୍ର ବାଇବଲ (CL) NT (BSI)10 ଈଶ୍ୱରଙ୍କ ମନୋନୀତ ଲୋକମାନେ ଖ୍ରୀଷ୍ଟ ଯୀଶୁଙ୍କଠାରୁ ପ୍ରାପ୍ତ ପରିତ୍ରାଣ ଓ ଶାଶ୍ୱତ ଗୌରବ ଲାଭ କରନ୍ତୁ, ଏହି ଉଦ୍ଦେଶ୍ୟରେ ମୁଁ ସମସ୍ତ ନିର୍ଯ୍ୟାତନା ସହ୍ୟ କରୁଛି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଅତଏବ, ମନୋନୀତ ଲୋକମାନେ ମଧ୍ୟ ଯେପରି ଅନନ୍ତ ଗୌରବ ସହିତ ଖ୍ରୀଷ୍ଟ ଯୀଶୁଙ୍କ ଦତ୍ତ ପରିତ୍ରାଣ ପାଆନ୍ତି, ଏଥିପାଇଁ ମୁଁ ସେମାନଙ୍କ ନିମନ୍ତେ ସମସ୍ତ ବିଷୟ ଧୈର୍ଯ୍ୟ ଧରି ସହ୍ୟ କରୁଅଛି। See the chapter |