୨ ତୀମଥି 2:4 - ପବିତ୍ର ବାଇବଲ4 ଜଣେ ସୈନିକ ତା'ର ନାୟକକୁ ଖୁସୀ କରିବାକୁ ଚେଷ୍ଟା କରେ। ଅତଏବ ଦୈନିକ ଜୀବନର ଘଟଣାରେ ସେ ନିଜର ସମୟ ଅତିବାହିତ କରେ ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)4 କୌଣସି ଲୋକ ସୈନ୍ୟକାର୍ଯ୍ୟ କରି ସଂସାରର ଅନ୍ୟ କାର୍ଯ୍ୟରେ ନିଜକୁ ଆବଦ୍ଧ କରେ ନାହିଁ, ଯେପରି ସୈନ୍ୟପଦରେ ନିଯୋଗକର୍ତ୍ତାଙ୍କୁ ସେ ସନ୍ତୁଷ୍ଟ କରି ପାରେ। See the chapterଓଡିଆ ବାଇବେଲ4 କୌଣସି ଲୋକ ସୖେନ୍ୟକାର୍ଯ୍ୟ କରି ସଂସାରର ଅନ୍ୟ କାର୍ଯ୍ୟରେ ନିଜକୁ ଆବଦ୍ଧ କରେ ନାହିଁ, ଯେପରି ସୖେନ୍ୟପଦରେ ନିଯୋଗକର୍ତ୍ତାଙ୍କୁ ସେ ସନ୍ତୁଷ୍ଟ କରି ପାରେ | See the chapterପବିତ୍ର ବାଇବଲ (CL) NT (BSI)4 ଯୁଦ୍ଧ ଅଭିଯାନରେ ନିବିଷ୍ଟ ଥିବାବେଳେ ସୈନିକ କେବଳ ତା’ର ସେନାପତିଙ୍କୁ ସନ୍ତୁଷ୍ଟ କରିବା ପାଇଁ ତତ୍ପର ଥାଏ। ସେତେବେଳେ ସେ କୌଣସି ବେସାମରିକ କାର୍ଯ୍ୟରେ ମନ ଦିଏ ନାହିଁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 କୌଣସି ଲୋକ ସୈନ୍ୟକାର୍ଯ୍ୟ କରି ସଂସାରର ଅନ୍ୟ କାର୍ଯ୍ୟରେ ନିଜକୁ ଆବଦ୍ଧ କରେ ନାହିଁ, ଯେପରି ସୈନ୍ୟପଦରେ ନିଯୋଗକର୍ତ୍ତାଙ୍କୁ ସେ ସନ୍ତୁଷ୍ଟ କରିପାରେ। See the chapter |