୨ ତୀମଥି 2:5 - ପବିତ୍ର ବାଇବଲ5 ଜଣେ ଖେଳାଳୀ ପୁରସ୍କାର ଜିଣିବା ପାଇଁ ଦୌଡ଼ର ସମସ୍ତ ନିୟମ ପାଳନ କରିବା ଦରକାର। See the chapterପବିତ୍ର ବାଇବଲ (Re-edited) - (BSI)5 ଆହୁରି ମଧ୍ୟ ଯଦି ଜଣେ ଲୋକ କ୍ରୀଡ଼ାରେ ପ୍ରତିଦ୍ଵନ୍ଦିତା କରେ, ସେ ନିୟମାନୁସାରେ ତାହା ନ କଲେ ମୁକୁଟ ପ୍ରାପ୍ତ ହୁଏ ନାହିଁ। See the chapterଓଡିଆ ବାଇବେଲ5 ଆହୁରି ମଧ୍ୟ ଯଦି ଜଣେ ଲୋକ ଖେଳରେ ଭାଗ ନିଏ, ସେ ନିୟମ ଅନୁସାରେ ତାହା ନ କଲେ ମୁକୁଟ ପାଏ ନାହିଁ । See the chapterପବିତ୍ର ବାଇବଲ (CL) NT (BSI)5 ଦୌଡ଼ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିଥିବା ଖେଳୁଆଡ଼ ପ୍ରତିଯୋଗିତାର ନିୟମାବଳୀ ପାଳନ ନ କଲେ, ସେଥିରେ ସେ କୃତକାର୍ଯ୍ୟ ହୋଇ ପୁରସ୍କାର ଲାଭ କରିପାରିବ ନାହିଁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଆହୁରି ମଧ୍ୟ ଯଦି ଜଣେ ଲୋକ ଖେଳରେ ଭାଗ ନିଏ, ସେ ନିୟମ ଅନୁସାରେ ତାହା ନ କଲେ ମୁକୁଟ ପାଏ ନାହିଁ। See the chapter |