୨ ତୀମଥି 2:6 - ପବିତ୍ର ବାଇବଲ6 ଜଣେ ଗ୍ଭଷୀ ନିଜର କଠିନ ପରିଶ୍ରମ କରି ଯେଉଁ ଶସ୍ୟ ଉତ୍ପାଦନ କରିଛି, ସେ ପ୍ରଥମରେ ସେହି ଉତ୍ପାଦନରୁ ଖାଦ୍ୟ ପାଇବା ଉଚିତ୍। See the chapterପବିତ୍ର ବାଇବଲ (Re-edited) - (BSI)6 ଯେଉଁ କୃଷକ ପରିଶ୍ରମ କରେ, ସେ ପ୍ରଥମେ ଫଳର ଅଂଶ ପାଇବା ଉଚିତ। See the chapterଓଡିଆ ବାଇବେଲ6 ଯେଉଁ କୃଷକ ପରିଶ୍ରମ କରେ, ସେ ପ୍ରଥମେ ଫଳର ଅଂଶ ପାଇବା ଉଚିତ୍ । See the chapterପବିତ୍ର ବାଇବଲ (CL) NT (BSI)6 କଠିନ ପରିଶ୍ରମ କରିଥିବା କୃଷକ ଅମଳ ହୋଇଥିବା ଫସଲର ପ୍ରଥମାଂଶ ପାଇବା ଉଚିତ୍। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଯେଉଁ କୃଷକ ପରିଶ୍ରମ କରେ, ସେ ପ୍ରଥମେ ଫଳର ଅଂଶ ପାଇବା ଉଚିତ। See the chapter |