୨ ତୀମଥି 4:5 - ପବିତ୍ର ବାଇବଲ5 କିନ୍ତୁ ତୁମ୍ଭେ ସର୍ବଦା ନିଜକୁ ସଂଯମ କର। କ୍ଳେଶ ଆସିଲେ ସେଗୁଡ଼ିକୁ ଗ୍ରହଣ କର। ସୁସମାଗ୍ଭର ପ୍ରଗ୍ଭର କାମ କରି ଗ୍ଭଲିଥାଅ। ପରମେଶ୍ୱରଙ୍କ ଜଣେ ସେବକ ଭାବରେ ସମସ୍ତ କର୍ତ୍ତବ୍ୟ କରୁଥାଅ। See the chapterପବିତ୍ର ବାଇବଲ (Re-edited) - (BSI)5 କିନ୍ତୁ ତୁମ୍ଭେ ସମସ୍ତ ବିଷୟରେ ସଚେତନ ହୁଅ, କ୍ଳେଶ ସହ୍ୟ କର, ସୁସମାଚାର ପ୍ରଚାରକର କାର୍ଯ୍ୟସାଧନ କର, ତୁମ୍ଭ ସେବାର କାର୍ଯ୍ୟ ସମ୍ପନ୍ନ କର। See the chapterଓଡିଆ ବାଇବେଲ5 କିନ୍ତୁ ତୁମ୍ଭେ ସମସ୍ତ ବିଷୟରେ ସଚେତନ ହୁଅ, କ୍ଲେଶ ସହ୍ୟ କର, ସୁସମାଚାର ପ୍ରଚାର କର କାର୍ଯ୍ୟ ସାଧନ କର, ତୁମ୍ଭ ସେବାର କାର୍ଯ୍ୟ ସଫଳ କର | See the chapterପବିତ୍ର ବାଇବଲ (CL) NT (BSI)5 କିନ୍ତୁ ତୁମେ ସବୁ ପରିସ୍ଥିତିରେ ନିଜକୁ ସଂଯତ କରି ରଖ; ଶୁଭ ବାର୍ତ୍ତାର ପ୍ରଚାରକ ଓ ଈଶ୍ୱରଙ୍କ ବିଶ୍ୱସ୍ତ ସେବକ ରୂପେ ତୁମେ ଦୁଃଖଭୋଗ କରିବାକୁ ପ୍ରସ୍ତୁତ ରୁହ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 କିନ୍ତୁ ତୁମ୍ଭେ ସମସ୍ତ ବିଷୟରେ ସଚେତନ ହୁଅ, କ୍ଲେଶ ସହ୍ୟ କର, ସୁସମାଚାର ପ୍ରଚାର କର, କାର୍ଯ୍ୟ ସାଧନ କର, ତୁମ୍ଭ ସେବାର କାର୍ଯ୍ୟ ସଫଳ କର। See the chapter |