୨ ତୀମଥି 4:8 - ପବିତ୍ର ବାଇବଲ8 ଏବେ ବିଜୟ ମୁକୁଟ ମୋ’ ଅପେକ୍ଷାରେ ଅଛି। ପରମେଶ୍ୱରଙ୍କ ସହିତ ଧାର୍ମିକ ହୋଇଥିବାରୁ ମୁଁ ସେହି ମୁକୁଟଟି ପାଇବି। ପ୍ରଭୁ ନ୍ୟାୟପୂର୍ଣ୍ଣ ଭାବରେ ବିଗ୍ଭର କରନ୍ତି। ସେହି ମହାଦିନରେ ସେ ମୋତେ ବିଜୟ ମୁକୁଟ ପିନ୍ଧାଇବେ। କେବଳ ମୋତେ ନୁହେଁ, ଯେଉଁମାନେ ତାହାଙ୍କର ଆଗମନ ଓ ତାହାଙ୍କୁ ଅପେକ୍ଷା କରୁଛନ୍ତି, ସମସ୍ତଙ୍କୁ ସେ ବିଜୟ ମୁକୁଟ ପିନ୍ଧାଇବେ। See the chapterପବିତ୍ର ବାଇବଲ (Re-edited) - (BSI)8 ଅଦ୍ୟାବଧି ମୋʼ ନିମନ୍ତେ ଧାର୍ମିକତାର ମୁକୁଟ ରଖାଯାଇଅଛି, ତାହା ସେହି ମହାଦିନରେ ନ୍ୟାୟବାନ ବିଚାରକର୍ତ୍ତା ପ୍ରଭୁ ମୋତେ ଦେବେ, ପୁଣି କେବଳ ମୋତେ ନୁହେଁ, ମାତ୍ର ଯେତେ ଲୋକ ତାହାଙ୍କ ଆଗମନକୁ ପ୍ରିୟଜ୍ଞାନ କରନ୍ତି, ସେସମସ୍ତଙ୍କୁ ଦେବେ। See the chapterଓଡିଆ ବାଇବେଲ8 ବର୍ତ୍ତମାନ ମୋ ନିମନ୍ତେ ଧାର୍ମିକତାର ମୁକୁଟ ରଖାଯାଇଅଛି, ତାହା ସେହି ମହାଦିନରେ ନ୍ୟାୟବାନ୍ ବିଚାରକର୍ତ୍ତା ପ୍ରଭୁ ମୋତେ ଦେବେ, ପୁଣି, କେବଳ ମୋତେ ନୁହେଁ, ମାତ୍ର ଯେତେ ଲୋକ ତାହାଙ୍କ ଆଗମନକୁ ଆଗ୍ରହରେ ଅପେକ୍ଷା କରନ୍ତି, ସେ ସମସ୍ତଙ୍କୁ ଦେବେ । See the chapterପବିତ୍ର ବାଇବଲ (CL) NT (BSI)8 ଏବେ ମୋର ଧର୍ମପରାୟଣତା ପାଇଁ ବିଜୟର ପୁରସ୍କାର ଗଚ୍ଛିତ ଅଛି। ନିର୍ଦ୍ଦିଷ୍ଟ ଦିବସରେ ନ୍ୟାୟବାନ ବିଚାରପତି ପ୍ରଭୁ ନିଜେ ମୋତେ ସେହି ପୁରସ୍କାର ପ୍ରଦାନ କରିବେ - କେବଳ ମୋତେ ନୁହେଁ; ପ୍ରେମ ଭକ୍ତି ସହ ଯେଉଁମାନେ ତାଙ୍କ ଆଗମନର ଅପେକ୍ଷା କରନ୍ତି, ସମସ୍ତେ ଏହି ପୁରସ୍କାର ଲାଭ କରିବେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ବର୍ତ୍ତମାନ ମୋ ନିମନ୍ତେ ଧାର୍ମିକତାର ମୁକୁଟ ରଖାଯାଇଅଛି, ତାହା ସେହି ମହାଦିନରେ ନ୍ୟାୟବାନ୍ ବିଚାରକର୍ତ୍ତା ପ୍ରଭୁ ମୋତେ ଦେବେ, ପୁଣି, କେବଳ ମୋତେ ନୁହେଁ, ମାତ୍ର ଯେତେ ଲୋକ ତାହାଙ୍କ ଆଗମନକୁ ଆଗ୍ରହରେ ଅପେକ୍ଷା କରନ୍ତି, ସେ ସମସ୍ତଙ୍କୁ ଦେବେ। See the chapter |