ପ୍ରେରିତ 10:33 - ପବିତ୍ର ବାଇବଲ33 ତେଣୁ ମୁଁ ଆପଣଙ୍କୁ ସଙ୍ଗେ ସଙ୍ଗେ ଡକେଇ ପଠାଇଲି। ଆପଣ ଏଠାକୁ ଆସି ଭଲ କରିଛନ୍ତି। ପ୍ରଭୁ ଆପଣଙ୍କୁ ଯାହା କହିବା ପାଇଁ ଆଦେଶ ଦେଇଛନ୍ତି, ତାହା ଶୁଣିବା ପାଇଁ ଆମ୍ଭେ ସମସ୍ତେ ଏଠାରେ ପ୍ରଭୁଙ୍କ ସମ୍ମୁଖରେ ଅପେକ୍ଷା କରି ରହିଛୁ।” See the chapterପବିତ୍ର ବାଇବଲ (Re-edited) - (BSI)33 ଏନିମନ୍ତେ ମୁଁ ଅବିଳମ୍ଵରେ ଆପଣଙ୍କ ନିକଟକୁ ଲୋକ ପଠାଇଲି, ଆଉ ଆପଣ ଯେ ଆସିଅଛନ୍ତି, ଭଲ କରିଅଛନ୍ତି। ଅତଏବ, ପ୍ରଭୁ ଆପଣଙ୍କୁ ଯାହାସବୁ ଆଦେଶ ଦେଇଅଛନ୍ତି, ତାହା ଶୁଣିବା ନିମନ୍ତେ ଆମ୍ଭେମାନେ ସମସ୍ତେ ଈଶ୍ଵରଙ୍କ ସାକ୍ଷାତରେ ଉପସ୍ଥିତ ଅଛୁ। See the chapterଓଡିଆ ବାଇବେଲ33 ଏନିମନ୍ତେ ମୁଁ ଅବିଳମ୍ବରେ ଆପଣଙ୍କ ନିକଟକୁ ଲୋକ ପଠାଇଲି, ଆଉ ଆପଣ ଯେ ଆସିଅଛନ୍ତି, ଭଲ କରିଅଛନ୍ତି । ଅତଏବ ପ୍ରଭୁ ଆପଣଙ୍କୁ ଯାହାସବୁ ଆଦେଶ ଦେଇଅଛନ୍ତି, ତାହା ଶୁଣିବା ନିମନ୍ତେ ଆମ୍ଭେମାନେ ସମସ୍ତେ ଈଶ୍ୱରଙ୍କ ସାକ୍ଷାତରେ ଉପସ୍ଥିତ ଅଛୁ । See the chapterପବିତ୍ର ବାଇବଲ (CL) NT (BSI)33 ତେଣୁ ସଙ୍ଗେ ସଙ୍ଗେ ମୁଁ ଆପଣଙ୍କୁ ଡକାଇଲି ଓ ଆପଣ ଦୟା କରି ଆସିଛନ୍ତି। ପ୍ରଭୁ ଆପଣଙ୍କୁ ଯାହା କହିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି, ତାହା ଶୁଣିବାକୁ ଆମେ ସମସ୍ତେ ବର୍ତ୍ତମାନ ଈଶ୍ୱରଙ୍କ ସାନ୍ନିଧ୍ୟରେ ଉପସ୍ଥିତ ଅଛୁ।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ଏନିମନ୍ତେ ମୁଁ ଅବିଳମ୍ବରେ ଆପଣଙ୍କ ନିକଟକୁ ଲୋକ ପଠାଇଲି, ଆଉ ଆପଣ ଯେ ଆସିଅଛନ୍ତି, ଭଲ କରିଅଛନ୍ତି। ଅତଏବ ପ୍ରଭୁ ଆପଣଙ୍କୁ ଯାହାସବୁ ଆଦେଶ ଦେଇଅଛନ୍ତି, ତାହା ଶୁଣିବା ନିମନ୍ତେ ଆମ୍ଭେମାନେ ସମସ୍ତେ ଈଶ୍ବରଙ୍କ ସାକ୍ଷାତରେ ଉପସ୍ଥିତ ଅଛୁ। See the chapter |