ପ୍ରେରିତ 12:3 - ପବିତ୍ର ବାଇବଲ3 ଯିହୂଦୀମାନଙ୍କୁ ଏ ଘଟଣାରେ ଖୁସୀ ହେବାର ଦେଖି ପିତରଙ୍କୁ ମଧ୍ୟ ବନ୍ଦୀ କରିବା ପାଇଁ ଆଗେଇଲେ। ଏହା ଯିହୂଦୀୟ ନିସ୍ତାରପର୍ବ ଦିନର ଘଟଣା। See the chapterପବିତ୍ର ବାଇବଲ (Re-edited) - (BSI)3 ଆଉ, ଯିହୁଦୀମାନଙ୍କୁ ସେଥିରେ ସନ୍ତୁଷ୍ଟ ହେବାର ଦେଖି ସେ ପିତରଙ୍କୁ ମଧ୍ୟ ଧରିବାକୁ ଅଗ୍ରସର ହେଲେ। ସେହି ସମୟରେ ଖମୀରଶୂନ୍ୟ ରୋଟୀର ପର୍ବ ଥିଲା। See the chapterଓଡିଆ ବାଇବେଲ3 ଆଉ ଯିହୂଦୀମାନଙ୍କୁ ସେଥିରେ ସନ୍ତୁଷ୍ଟ ହେବାର ଦେଖି ସେ ପିତରଙ୍କୁ ମଧ୍ୟ ଧରିବାକୁ ଅଗ୍ରସର ହେଲେ । ସେହି ସମୟରେ ଖମୀରଶୂନ୍ୟ ରୁଟିର ପର୍ବ ଥିଲା । See the chapterପବିତ୍ର ବାଇବଲ (CL) NT (BSI)3 ଇହୁଦୀମାନେ ଏଥିରେ ସନ୍ତୁଷ୍ଟ ଦେଖି ସେ ପିତରଙ୍କୁ ମଧ୍ୟ ବନ୍ଦୀ କଲେ। (ଏହି ଘଟଣା ତାଡ଼ିଶୂନ୍ୟ ରୋଟୀ ପର୍ବ ସମୟରେ ଘଟିଥିଲା।) See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଆଉ ଯିହୁଦୀ ନେତାମାନଙ୍କୁ ସେଥିରେ ସନ୍ତୁଷ୍ଟ ହେବାର ଦେଖି ସେ ପିତରଙ୍କୁ ମଧ୍ୟ ଧରିବାକୁ ଅଗ୍ରସର ହେଲେ। ସେହି ସମୟରେ ଖମୀରଶୂନ୍ୟ ରୁଟିର ପର୍ବ ଥିଲା। See the chapter |