ପ୍ରେରିତ 13:35 - ପବିତ୍ର ବାଇବଲ35 ପବିତ୍ର ବାକ୍ୟର ଅନ୍ୟ ସ୍ଥାନରେ ମଧ୍ୟ ଲେଖାଅଛି, ‘ତୁମ୍ଭେ ନିଜର ପବିତ୍ର ବ୍ୟକ୍ତିଙ୍କୁ କବରରେ କ୍ଷୟ ହେବାକୁ ଦେବ ନାହିଁ।’ See the chapterପବିତ୍ର ବାଇବଲ (Re-edited) - (BSI)35 ପୁଣି, ସେ ମଧ୍ୟ ଆଉ ଗୋଟିଏ ଗୀତରେ କହିଅଛନ୍ତି, “ତୁମ୍ଭେ ଆପଣା ଭକ୍ତକୁ କ୍ଷୟ ପାଇବାକୁ ଦେବ ନାହିଁ।” See the chapterଓଡିଆ ବାଇବେଲ35 ପୁଣି, ସେ ମଧ୍ୟ ଆଉ ଗୋଟିଏ ଗୀତସଂହିତାରେ କହିଅଛନ୍ତି, ''ତୁମ୍ଭେ ଆପଣା ପବିତ୍ର ଜଣକୁ କ୍ଷୟ ପାଇବାକୁ ଦେବ ନାହିଁ ।'' See the chapterପବିତ୍ର ବାଇବଲ (CL) NT (BSI)35 ଶାସ୍ତ୍ରରେ ଆଉ ଗୋଟିଏ ସ୍ଥାନରେ ଲେଖାଅଛି, ‘ତୁମେ ଆପଣା ବିଶ୍ୱସ୍ତ ସେବକଙ୍କୁ ସମାଧିରେ କ୍ଷୟ ପାଇବାକୁ ଛାଡ଼ି ଦେବ ନାହିଁ।’ See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ପୁଣି, ସେ ମଧ୍ୟ ଆଉ ଗୋଟିଏ ଗୀତସଂହିତାରେ କହିଅଛନ୍ତି, ‘ତୁମ୍ଭେ ଆପଣା ପବିତ୍ର ଜଣକୁ କ୍ଷୟ ପାଇବାକୁ ଦେବ ନାହିଁ।’” See the chapter |