ପ୍ରେରିତ 13:40 - ପବିତ୍ର ବାଇବଲ40 ତେଣୁ ସାବଧାନ ରୁହ ଯେ, ଭବିଷ୍ୟଦ୍ବକ୍ତାମାନେ ଯାହା କହିଥିଲେ, ତାହା ଯେପରି ତୁମ୍ଭମାନଙ୍କ ପ୍ରତି ନ ଘଟେ। ଭବିଷ୍ୟଦ୍ବକ୍ତାମାନେ କହିଲେ, See the chapterପବିତ୍ର ବାଇବଲ (Re-edited) - (BSI)40 ତେଣୁ ସାବଧାନ, କାଳେ ଭାବବାଦୀମାନଙ୍କ ଶାସ୍ତ୍ରରେ ଯାହା କୁହାଯାଇଅଛି, ତାହା ଯେପରି ଆପଣମାନଙ୍କ ପ୍ରତି ନ ଘଟେ, See the chapterଓଡିଆ ବାଇବେଲ40 ତେଣୁ ସାବଧାନ, କାଳେ ଭାବବାଦୀମାନଙ୍କ ଶାସ୍ତ୍ରରେ ଯାହା କୁହାଯାଇଅଛି, ତାହା ଯେପରି ଆପଣମାନଙ୍କ ପ୍ରତି ନ ଘଟେ, See the chapterପବିତ୍ର ବାଇବଲ (CL) NT (BSI)40 ସାବଧାନ, ଭାବବାଦୀମାନେ ଯାହା କହିଛନ୍ତି, ତାହା ଯେପରି ତୁମ୍ଭମାନଙ୍କ ପ୍ରତି ନ ଘଟେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT40 ତେଣୁ ସାବଧାନ, କାଳେ ଭାବବାଦୀମାନଙ୍କ ଶାସ୍ତ୍ରରେ ଯାହା କୁହାଯାଇଅଛି, ତାହା ଯେପରି ଆପଣମାନଙ୍କ ପ୍ରତି ନ ଘଟେ, See the chapter |