ପ୍ରେରିତ 13:45 - ପବିତ୍ର ବାଇବଲ45 ଯିହୂଦୀୟମାନେ ଲୋକମାନଙ୍କର ଭିଡ଼ ଦେଖି ଈର୍ଷା କଲେ। ସେମାନେ ପାଉଲଙ୍କ କଥାକୁ ବିରୋଧ କରି ଅପମାନଜନକ ଶବ୍ଦ ସବୁ ପ୍ରୟୋଗ କଲେ। See the chapterପବିତ୍ର ବାଇବଲ (Re-edited) - (BSI)45 କିନ୍ତୁ ଯିହୁଦୀମାନେ ଲୋକସମୂହଙ୍କୁ ଦେଖି ଈର୍ଷାରେ ପୂର୍ଣ୍ଣ ହେଲେ, ପୁଣି ନିନ୍ଦା କରୁ କରୁ ପାଉଲଙ୍କ କଥାରେ ପ୍ରତିବାଦ କରିବାକୁ ଲାଗିଲେ। See the chapterଓଡିଆ ବାଇବେଲ45 କିନ୍ତୁ ଯିହୂଦୀମାନେ ଲୋକସମୂହଙ୍କୁ ଦେଖି ଇର୍ଷାରେ ପୂର୍ଣ୍ଣ ହେଲେ, ପୁଣି, ନିନ୍ଦା କରୁ କରୁ ପାଉଲଙ୍କ କଥାର ପ୍ରତିବାଦ କରିବାକୁ ଲାଗିଲା । See the chapterପବିତ୍ର ବାଇବଲ (CL) NT (BSI)45 ଜନଗହଳି ଦେଖି ଇହୁଦୀମାନେ ଈର୍ଷାନ୍ୱିତ ହେଲେ ଓ ପାଉଲଙ୍କ କଥାରେ ପ୍ରତିବାଦ କରି ତାଙ୍କୁ ଅପମାନିତ କଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT45 କିନ୍ତୁ ଯିହୁଦୀମାନେ ଲୋକସମୂହଙ୍କୁ ଦେଖି ଈର୍ଷାରେ ପୂର୍ଣ୍ଣ ହେଲେ, ପୁଣି, ନିନ୍ଦା କରୁ କରୁ ପାଉଲଙ୍କ କଥାରେ ପ୍ରତିବାଦ କରିବାକୁ ଲାଗିଲେ। See the chapter |