ପ୍ରେରିତ 13:8 - ପବିତ୍ର ବାଇବଲ8 ମାତ୍ର ଅଲ୍ଲୀମା ଏହା ବର୍ଯୀଶୁର ଗ୍ରୀକ୍ ନାମ ବର୍ଣ୍ଣବ୍ବା ଓ ଶାଉଲଙ୍କୁ ବାଧା ହେଲା। ଅଲ୍ଲୀମା ରାଜ୍ୟପାଳଙ୍କୁ ଯୀଶୁଙ୍କ ବିଶ୍ୱାସ ପଥରୁ ଦୂରେଇ ଦେବା ପାଇଁ ଚେଷ୍ଟାକଲା। See the chapterପବିତ୍ର ବାଇବଲ (Re-edited) - (BSI)8 କିନ୍ତୁ ସେହି ମାୟାବୀ ଅଲ୍ଲୀମା (ଅନୁବାଦ କଲେ, ଏହି ନାମର ଅର୍ଥ ମାୟାବୀ) ସେହି ଶାସନକର୍ତ୍ତାଙ୍କୁ ବିଶ୍ଵାସରୁ ବିମୁଖ କରିବା ଚେଷ୍ଟାରେ ସେମାନଙ୍କର ପ୍ରତିରୋଧ କରିବାକୁ ଲାଗିଲା। See the chapterଓଡିଆ ବାଇବେଲ8 କିନ୍ତୁ ସେହି ମାୟାବୀ ଅଲ୍ଲୀମା (ଅନୁବାଦ କଲେ ଏହି ନାମର ଅର୍ଥ ମାୟାବୀ) ସେହି ଶାସନକର୍ତ୍ତାଙ୍କୁ ବିଶ୍ୱାସରୁ ବିମୁଖ କରିବା ଚେଷ୍ଟାରେ ସେମାନଙ୍କର ପ୍ରତିରୋଧ କରିବାକୁ ଲାଗିଲା । See the chapterପବିତ୍ର ବାଇବଲ (CL) NT (BSI)8 କିନ୍ତୁ ଗୁଣିଆ ଏଲୀମାସ (ଏହା ତାହାର ଗ୍ରୀକ୍ ନାମ) ସେମାନଙ୍କୁ ବାଧା ଦେଲା, କାରଣ ସେ ଶାସନକର୍ତ୍ତାଙ୍କୁ ଖ୍ରୀଷ୍ଟ ବିଶ୍ୱାସ ପ୍ରତି ବିମୁଖ କରି ରଖିବାକୁ ଚାହୁଁଥିଲା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 କିନ୍ତୁ ସେହି ମାୟାବୀ ଅଲ୍ଲୀମା (ଅନୁବାଦ କଲେ ଏହି ନାମର ଅର୍ଥ ମାୟାବୀ) ସେହି ଶାସନକର୍ତ୍ତାଙ୍କୁ ବିଶ୍ୱାସରୁ ବିମୁଖ କରିବା ଚେଷ୍ଟାରେ ସେମାନଙ୍କର ପ୍ରତିରୋଧ କରିବାକୁ ଲାଗିଲା। See the chapter |