ପ୍ରେରିତ 14:2 - ପବିତ୍ର ବାଇବଲ2 ମାତ୍ର ଯେଉଁ ଯିହୂଦୀମାନେ ଅବିଶ୍ୱାସ କରୁଥିଲେ, ସେମାନେ ଅନ୍ୟ ଜାତୀୟ ଲୋକମାନଙ୍କ ମନରେ ଭାଇମାନଙ୍କ ବିରୁଦ୍ଧରେ ଖରାପ ଧାରଣା ଜନ୍ମାଇଲେ। See the chapterପବିତ୍ର ବାଇବଲ (Re-edited) - (BSI)2 କିନ୍ତୁ ଯେଉଁ ଯିହୁଦୀମାନେ ବିଶ୍ଵାସ କଲେ ନାହିଁ, ସେମାନେ ବିଜାତିମାନଙ୍କର ମନକୁ ଉତ୍ତେଜିତ କରି ଭାଇମାନଙ୍କ ବିରୁଦ୍ଧରେ ମନ୍ଦ ଭାବ ଜନ୍ମାଇଦେଲେ। See the chapterଓଡିଆ ବାଇବେଲ2 କିନ୍ତୁ ଯେଉଁ ଯିହୂଦୀମାନେ ବିଶ୍ୱାସ କଲେ ନାହିଁ, ସେମାନେ ଅଣଯିହୂଦୀମାନଙ୍କର ମନକୁ ଉତ୍ତେଜିତ କରି ଭାଇମାନଙ୍କ ବିରୁଦ୍ଧରେ ମନ୍ଦ ଭାବ ଜନ୍ମାଇଦେଲେ । See the chapterପବିତ୍ର ବାଇବଲ (CL) NT (BSI)2 କିନ୍ତୁ ଅବିଶ୍ୱାସୀ ଇହୁଦୀମାନେ ଅଣଇହୁଦୀମାନଙ୍କୁ ବିଭ୍ରାନ୍ତ କରି ସେମାନଙ୍କୁ ବିଶ୍ୱାସୀମାନଙ୍କ ବିରୁଦ୍ଧରେ ମତାଇଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 କିନ୍ତୁ ଯେଉଁ ଯିହୁଦୀମାନେ ବିଶ୍ୱାସ କଲେ ନାହିଁ, ସେମାନେ ଅଣଯିହୁଦୀମାନଙ୍କର ମନକୁ ଉତ୍ତେଜିତ କରି ଭାଇମାନଙ୍କ ବିରୁଦ୍ଧରେ ମନ୍ଦ ଭାବ ଜନ୍ମାଇଦେଲେ। See the chapter |