ପ୍ରେରିତ 15:33 - ପବିତ୍ର ବାଇବଲ33 ସେଠାରେ କିଛି ଦିନ ରହିବାପରେ ଯେଉଁମାନେ ସେମାନଙ୍କୁ ପଠାଇଥିଲେ, ଯିରୁଶାଲମର ସେହି ଭାଇମାନଙ୍କ ପାଖକୁ ଫେରି ଯିବା ପାଇଁ ଶାନ୍ତିରେ ବିଦାୟ ଦେଲେ। See the chapterପବିତ୍ର ବାଇବଲ (Re-edited) - (BSI)33 ଆଉ, ସେମାନେ ସେଠାରେ କେତେକ କାଳ ଯାପନ କଲା ଉତ୍ତାରେ ସେମାନଙ୍କୁ ପ୍ରେରଣ କରିଥିବା ଲୋକମାନଙ୍କ ନିକଟକୁ ବାହୁଡ଼ି ଯିବାକୁ ଭାଇମାନଙ୍କଠାରୁ ଶାନ୍ତିରେ ବିଦାୟ ନେଲେ, See the chapterଓଡିଆ ବାଇବେଲ33 ଆଉ ସେମାନେ ସେଠାରେ କେତେକ କାଳ ରହିଲା ପରେ ସେମାନଙ୍କୁ ପ୍ରେରଣ କରିଥିବା ଲୋକମାନଙ୍କ ନିକଟକୁ ବାହୁଡ଼ିଯିବାକୁ ଭାଇମାନଙ୍କଠାରୁ ଶାନ୍ତିରେ ବିଦାୟ ନେଲେ, See the chapterପବିତ୍ର ବାଇବଲ (CL) NT (BSI)33 ସେଠାରେ କିଛି ସମୟ ଅତିବାହିତ କରିବା ପରେ ଯେଉଁମାନେ ସେମାନଙ୍କୁ ପଠାଇଥିଲେ, ସେମାନଙ୍କ ନିକଟକୁ ଫେରିଯିବା ପାଇଁ ବିଶ୍ୱାସୀମାନେ ସେମାନଙ୍କୁ ଶାନ୍ତିରେ ବିଦାୟ ଦେଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ଆଉ ସେମାନେ ସେଠାରେ କେତେକ କାଳ ରହିଲା ପରେ ସେମାନଙ୍କୁ ପ୍ରେରଣ କରିଥିବା ଲୋକମାନଙ୍କ ନିକଟକୁ ବାହୁଡ଼ିଯିବାକୁ ଭାଇମାନଙ୍କଠାରୁ ଶାନ୍ତିରେ ବିଦାୟ ନେଲେ, See the chapter |