ପ୍ରେରିତ 15:5 - ପବିତ୍ର ବାଇବଲ5 କିନ୍ତୁ ଫାରୂଶୀମାନଙ୍କ ଦଳର କେତେକ ବିଶ୍ୱାସୀ ଲୋକ ଠିଆ ହୋଇ କହିଲେ, “ଅନ୍ୟ ଜାତୀୟମାନଙ୍କୁ ନିଶ୍ଚିତରୂପେ ସୁନ୍ନତ ହେବାକୁ ପଡ଼ିବ ଓ ମୋଶାଙ୍କ ବ୍ୟବସ୍ଥା ମାନିବାକୁ ପଡ଼ିବ।” See the chapterପବିତ୍ର ବାଇବଲ (Re-edited) - (BSI)5 କିନ୍ତୁ ଫାରୂଶୀଦଳର କେତେକ ଜଣ ବିଶ୍ଵାସୀ ଉଠି କହିଲେ, ବିଜାତୀୟ ଶିଷ୍ୟମାନଙ୍କୁ ସୁନ୍ନତ୍ କରିବା ଓ ମୋଶାଙ୍କର ବ୍ୟବସ୍ଥା ପାଳନ କରିବା ନିମନ୍ତେ ସେମାନଙ୍କୁ ଆଜ୍ଞା ଦେବା ଆବଶ୍ୟକ। See the chapterଓଡିଆ ବାଇବେଲ5 କିନ୍ତୁ ଫାରୂଶୀଦଳର କେତେକ ଜଣ ଯେଉଁମାନେ ବିଶ୍ୱାସ କରୁଥିଲେ ଉଠି କହିଲେ, ଅଣଯିହୂଦୀ ଶିଷ୍ୟମାନଙ୍କୁ ସୁନ୍ନତ କରିବା ଓ ମୋଶାଙ୍କ ବ୍ୟବସ୍ଥା ପାଳନ କରିବା ନିମନ୍ତେ ସେମାନଙ୍କୁ ଆଜ୍ଞା ଦେବା ଆବଶ୍ୟକ । See the chapterପବିତ୍ର ବାଇବଲ (CL) NT (BSI)5 କିନ୍ତୁ ଫାରୂଶୀ ମତାବଲମ୍ବୀ କେତେକ ବିଶ୍ୱାସୀ ଠିଆ ହୋଇ କହିଲେ, “ଅଣଇହୁଦୀମାନେ ସୁନ୍ନତ ହେବାକୁ ବାଧ୍ୟ ଏବଂ ମୋଶାଙ୍କ ବ୍ୟବସ୍ଥା ପାଳନ କରିବା ପାଇଁ ସେମାନଙ୍କୁ କୁହାଯିବା ଉଚିତ।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 କିନ୍ତୁ ଫାରୂଶୀ-ଦଳର କେତେକ ଜଣ ଯେଉଁମାନେ ବିଶ୍ୱାସ କରୁଥିଲେ ଉଠି କହିଲେ, ଅଣଯିହୁଦୀ ଶିଷ୍ୟମାନଙ୍କୁ ସୁନ୍ନତ କରିବା ଓ ମୋଶାଙ୍କ ବ୍ୟବସ୍ଥା ପାଳନ କରିବା ନିମନ୍ତେ ସେମାନଙ୍କୁ ଆଜ୍ଞା ଦେବା ଆବଶ୍ୟକ। See the chapter |