ପ୍ରେରିତ 15:8 - ପବିତ୍ର ବାଇବଲ8 ପରମେଶ୍ୱର ସମସ୍ତଙ୍କ ଅନ୍ତରର ଭାବନା ଜାଣନ୍ତି। ସେ ସେହି ଅନ୍ୟ ଜାତୀୟମାନଙ୍କୁ ଗ୍ରହଣ କଲେ। ପରମେଶ୍ୱର ଆମ୍ଭକୁ ଯେପରି ପବିତ୍ରଆତ୍ମାଙ୍କୁ ଦାନ କରିଥିଲେ, ସେହିପରି ସେମାନଙ୍କୁ ମଧ୍ୟ ପବିତ୍ରଆତ୍ମା ଦାନ କରିଅଛନ୍ତି। See the chapterପବିତ୍ର ବାଇବଲ (Re-edited) - (BSI)8 ଅନ୍ତର୍ଯ୍ୟାମୀ ଈଶ୍ଵର ଆମ୍ଭମାନଙ୍କୁ ଯେପରି ପବିତ୍ର ଆତ୍ମା ଦାନ କରିଅଛନ୍ତି, ସେମାନଙ୍କୁ ମଧ୍ୟ ସେହିପରି ଦାନ କରି ସେମାନଙ୍କ ପକ୍ଷରେ ସାକ୍ଷ୍ୟ ଦେଇଅଛନ୍ତି। See the chapterଓଡିଆ ବାଇବେଲ8 ଅନ୍ତର୍ଯ୍ୟାମୀ ଈଶ୍ୱର ଆମ୍ଭମାନଙ୍କୁ ଯେପରି ପବିତ୍ର ଆତ୍ମା ଦାନ କରିଅଛନ୍ତି, ସେମାନଙ୍କୁ ମଧ୍ୟ ସେହିପରି ଦାନ କରି ସେମାନଙ୍କ ପକ୍ଷରେ ସାକ୍ଷ୍ୟ ଦେଇଅଛନ୍ତି । See the chapterପବିତ୍ର ବାଇବଲ (CL) NT (BSI)8 ପୁଣି ସମସ୍ତଙ୍କ ମନର ଚିନ୍ତା ଜାଣିପାରୁଥିବା ଅନ୍ତର୍ଯ୍ୟାମୀ ଈଶ୍ୱର ଆମ୍ଭମାନଙ୍କୁ ଯେପରି ପବିତ୍ରଆତ୍ମା ଦାନ କରିଛନ୍ତି, ଅଣଇହୁଦୀମାନଙ୍କୁ ମଧ୍ୟ ଠିକ୍ ସେହିପରି ଦାନ ଦେଇ ସେମାନଙ୍କୁ ଗ୍ରହଣ କରିଛନ୍ତି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ସର୍ବାନ୍ତର୍ଯ୍ୟାମୀ ଈଶ୍ବର ଆମ୍ଭମାନଙ୍କୁ ଯେପରି ପବିତ୍ର ଆତ୍ମା ଦାନ କରିଅଛନ୍ତି, ସେମାନଙ୍କୁ ମଧ୍ୟ ସେହିପରି ଦାନ କରି ସେମାନଙ୍କ ପକ୍ଷରେ ସାକ୍ଷ୍ୟ ଦେଇଅଛନ୍ତି। See the chapter |