ପ୍ରେରିତ 16:22 - ପବିତ୍ର ବାଇବଲ22 ତା'ପରେ ଲୋକମାନେ ପାଉଲ ଓ ଶୀଲାଙ୍କୁ ଆକ୍ରମଣ କରିବା ନିମନ୍ତେ ସେମାନଙ୍କ ବିରୁଦ୍ଧରେ ଯୋଗ ଦେଲେ। ନଗରପାଳମାନେ ସେମାନଙ୍କର ଲୁଗାପଟା ଛିଣ୍ଡାଇ ଦେଲେ ଓ ସେମାନଙ୍କୁ ବେତ ଆଘାତ ଦ୍ୱାରା ଦଣ୍ଡ ଦେବା ପାଇଁ ଆଦେଶ ଦେଲେ। See the chapterପବିତ୍ର ବାଇବଲ (Re-edited) - (BSI)22 ସେଥିରେ ଲୋକସମୂହ ମଧ୍ୟ ସେମାନଙ୍କ ବିରୁଦ୍ଧରେ ଉଠିଲେ, ପୁଣି ବିଚାରକର୍ତ୍ତାମାନେ ସେମାନଙ୍କର ବସ୍ତ୍ର କାଢ଼ିପକାଇ ସେମାନଙ୍କୁ ବେତ୍ରାଘାତ କରିବା ପାଇଁ ଆଜ୍ଞା ଦେଲେ। See the chapterଓଡିଆ ବାଇବେଲ22 ସେଥିରେ ଲୋକସମୂହ ମଧ୍ୟ ସେମାନଙ୍କ ବିରୁଦ୍ଧରେ ଉଠିଲେ, ପୁଣି, ବିଚାରକର୍ତ୍ତାମାନେ ସେମାନଙ୍କର ବସ୍ତ୍ର କାଢ଼ିପକାଇ ସେମାନଙ୍କୁ ବେତ୍ରାଘାତ କରିବା ପାଇଁ ଆଜ୍ଞା ଦେଲେ । See the chapterପବିତ୍ର ବାଇବଲ (CL) NT (BSI)22 ମାଲିକମାନଙ୍କ କଥାରେ ଯୋଗ ଦେଇ ସେଠାରେ ଥିବା ଜନତା ପାଉଲ ଓ ଶୀଲାଙ୍କ ବିରୁଦ୍ଧରେ ଉଠିଲେ। ପାଉଲ ଓ ଶୀଲାଙ୍କର ବସ୍ତ୍ର କାଢ଼ି ସେମାନଙ୍କୁ ବେତ୍ରାଘାତ କରିବାକୁ କର୍ତ୍ତୃପକ୍ଷ ଆଦେଶ ଦେଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ସେଥିରେ ଲୋକସମୂହ ମଧ୍ୟ ସେମାନଙ୍କ ବିରୁଦ୍ଧରେ ଉଠିଲେ, ପୁଣି, ବିଚାରକର୍ତ୍ତାମାନେ ସେମାନଙ୍କର ବସ୍ତ୍ର କାଢ଼ିପକାଇ ସେମାନଙ୍କୁ ବେତ୍ରାଘାତ କରିବା ପାଇଁ ଆଜ୍ଞା ଦେଲେ। See the chapter |