ପ୍ରେରିତ 16:29 - ପବିତ୍ର ବାଇବଲ29 ସେ ସଙ୍ଗେ ସଙ୍ଗେ ଗୋଟିଏ ଦ୍ୱୀପ ଆଣିବା ପାଇଁ ଆଦେଶ ଦେଇ ଦୌଡ଼ି ଆସି ଭୟରେ ଥରି ଥରି ପାଉଲ ଓ ଶୀଲାଙ୍କ ପାଦ ତଳେ ପଡ଼ିଗଲେ। See the chapterପବିତ୍ର ବାଇବଲ (Re-edited) - (BSI)29 ସେଥିରେ ସେ ଦୀପ ଆଣିବାକୁ କହି ଡେଇଁପଡ଼ି ଭୟରେ ଥରି ଥରି ପାଉଲ ଓ ଶୀଲାଙ୍କର ସମ୍ମୁଖରେ ପଡ଼ିଗଲେ, See the chapterଓଡିଆ ବାଇବେଲ29 ସେଥିରେ ସେ ଦୀପ ଆଣିବାକୁ କହି ଡେଇଁପଡ଼ି ଭୟରେ ଥରି ଥରି ପାଉଲ ଓ ଶୀଲାଙ୍କର ସମ୍ମୁଖରେ ପଡ଼ିଗଲେ, See the chapterପବିତ୍ର ବାଇବଲ (CL) NT (BSI)29 କାରାରକ୍ଷକ ପ୍ରଦୀପ ଅଣାଇଲେ ଓ ଭିତରକୁ ଦୌଡ଼ି ଆସ ଥରି ଥରି ପାଉଲ ଓ ଶୀଲାଙ୍କ ଗୋଡ଼ ତଳେ ପଡ଼ିଗଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ସେଥିରେ ସେ ଦୀପ ଆଣିବାକୁ କହି ଡେଇଁପଡ଼ି ଭୟରେ ଥରି ଥରି ପାଉଲ ଓ ଶୀଲାଙ୍କର ସମ୍ମୁଖରେ ପଡ଼ିଗଲେ, See the chapter |