ପ୍ରେରିତ 16:9 - ପବିତ୍ର ବାଇବଲ9 ରାତିରେ ପାଉଲ ଏକ ଦର୍ଶନ ପାଇଲେ। ସେଥିରେ ସେ ଜଣେ ମାକିଦନିଆର ଲୋକକୁ ତାହାଙ୍କ ଆଗରେ ଠିଆ ହୋଇ ଥିବାର ଦେଖିଲେ। ସେ ପାଉଲଙ୍କୁ କହିଲେ, “ତୁମ୍ଭେ ମାକିଦନିଆକୁ ଆସି ଆମ୍ଭକୁ ସାହାଯ୍ୟ କର।” See the chapterପବିତ୍ର ବାଇବଲ (Re-edited) - (BSI)9 ଆଉ, ରାତ୍ରିକାଳରେ ପାଉଲ ଗୋଟିଏ ଦର୍ଶନ ପାଇଲେ, ମାକିଦନିଆର ଜଣେ ଲୋକ ଠିଆ ହୋଇ ତାଙ୍କୁ ବିନତି କରି କହୁଅଛି, ମାକିଦନିଆକୁ ପାର ହୋଇ ଆସି ଆମ୍ଭମାନଙ୍କର ଉପକାର କର। See the chapterଓଡିଆ ବାଇବେଲ9 ଆଉ ରାତ୍ରିକାଳରେ ପାଉଲ ଗୋଟିଏ ଦର୍ଶନ ପାଇଲେ, ମାକିଦନିଆର ଜଣେ ଠିଆ ହୋଇ ତାହାଙ୍କୁ ବିନତି କରି କହୁଅଛି, ମାକିଦନିଆକୁ ପାର ହୋଇ ଆସି ଆମ୍ଭମାନଙ୍କର ଉପକାର କର । See the chapterପବିତ୍ର ବାଇବଲ (CL) NT (BSI)9 ସେହି ରାତିରେ ପାଉଲ ଗୋଟିଏ ଦର୍ଶନ ପାଇଲେ ଯେ, ମାସିଦୋନିଆର ଜଣେ ଲୋକ ବିନତି କରି କହୁଛି, “ମାସିଦୋନିଆକୁ ଆସି ଆମ୍ଭମାନଙ୍କୁ ସାହାଯ୍ୟ କରନ୍ତୁ!” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଆଉ ରାତ୍ରିକାଳରେ ପାଉଲ ଗୋଟିଏ ଦର୍ଶନ ପାଇଲେ, ମାକିଦନିଆର ଜଣେ ଠିଆ ହୋଇ ତାହାଙ୍କୁ ବିନତି କରି କହୁଅଛି, ମାକିଦନିଆକୁ ପାର ହୋଇ ଆସି ଆମ୍ଭମାନଙ୍କର ଉପକାର କର। See the chapter |