Online Bible

- Advertisements -




ପ୍ରେରିତ 18:8 - ପବିତ୍ର ବାଇବଲ

8 କ୍ରୀଷ୍ପ ସେ ସମାଜଗୃହର ମୁଖ୍ୟ ଥିଲେ। ସେ ଓ ତାହାଙ୍କର ପରିବାରର ସମସ୍ତେ ପ୍ରଭୁଙ୍କୁ ବିଶ୍ୱାସ କଲେ। ଅନେକ କରିନ୍ଥୀୟ ଲୋକମାନେ ପାଉଲଙ୍କ ଶିକ୍ଷା ଶୁଣିଲେ, ବିଶ୍ୱାସ କଲେ ଓ ବାପ୍ତିଜିତ ହେଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

8 କିନ୍ତୁ ସମାଜଗୃହର ଅଧ୍ୟକ୍ଷ କ୍ରୀଷ୍ପ ସପରିବାରରେ ପ୍ରଭୁଙ୍କଠାରେ ବିଶ୍ଵାସ କଲେ, ଆଉ କରିନ୍ଥୀୟମାନଙ୍କ ମଧ୍ୟରୁ ଅନେକେ ଶୁଣି ବିଶ୍ଵାସ କରିବାକୁ ଲାଗିଲେ ଓ ବାପ୍ତିଜିତ ହେଲେ।

See the chapter Copy

ଓଡିଆ ବାଇବେଲ

8 କିନ୍ତୁ ସମାଜଗୃହର ଅଧ୍ୟକ୍ଷ କ୍ରୀଷ୍ପ ଏବଂ ସପରିବାର ପ୍ରଭୁଙ୍କଠାରେ ବିଶ୍ୱାସ କଲେ, ଆଉ କରିନ୍ଥୀୟମାନଙ୍କ ମଧ୍ୟରୁ ଅନେକ ଶୁଣି ବିଶ୍ୱାସ କରିବାକୁ ଲାଗିଲେ ଓ ବାପ୍ତିଜିତ ହେଲେ ।

See the chapter Copy

ପବିତ୍ର ବାଇବଲ (CL) NT (BSI)

8 ସମାଜ ଗୃହର ଅଧ୍ୟକ୍ଷ କ୍ରିସ୍ପସ୍ ଓ ତାଙ୍କ ପରିବାରର ସମସ୍ତେ ପ୍ରଭୁଙ୍କଠାରେ ବିଶ୍ୱାସ କଲେ ଏବଂ କରିନ୍ଥର ଆହୁରି ଅନେକ ଲୋକ ପାଉଲଙ୍କ ଶିକ୍ଷା ଶୁଣି ବିଶ୍ୱାସ କଲେ ଓ ଜଳଦୀକ୍ଷା ଗ୍ରହଣ କଲେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 କିନ୍ତୁ ସମାଜଗୃହର ଅଧ୍ୟକ୍ଷ କ୍ରୀଷ୍ପ ଏବଂ ସପରିବାର ପ୍ରଭୁଙ୍କଠାରେ ବିଶ୍ୱାସ କଲେ, ଆଉ କରିନ୍ଥୀୟମାନଙ୍କ ମଧ୍ୟରୁ ଅନେକ ଶୁଣି ବିଶ୍ୱାସ କରିବାକୁ ଲାଗିଲେ ଓ ବାପ୍ତିଜିତ ହେଲେ।

See the chapter Copy




ପ୍ରେରିତ 18:8

Follow us:

Advertisements


Advertisements