ପ୍ରେରିତ 2:16 - ପବିତ୍ର ବାଇବଲ16 ଏବେ ଯାହା ଘଟୁଛି ସେ ବିଷୟରେ ଭାବବାଦୀ ଯୋୟେଲ କହିଥିଲେ: See the chapterପବିତ୍ର ବାଇବଲ (Re-edited) - (BSI)16 କିନ୍ତୁ ଯୋୟେଲ ଭାବବାଦୀଙ୍କ ଦ୍ଵାରା ଯାହା ଉକ୍ତ ଅଛି, ଏ ସେହି ଘଟଣା :- See the chapterଓଡିଆ ବାଇବେଲ16 କିନ୍ତୁ ଯୋୟେଲ ଭାବବାଦୀଙ୍କ ଦ୍ୱାରା ଯାହା ଉକ୍ତ ଅଛି,ଏହା ସେହି ଘଟଣା ଅଟେ; See the chapterପବିତ୍ର ବାଇବଲ (CL) NT (BSI)16 କିନ୍ତୁ ଭାବବାଦୀ ଯୋୟେଲ ଯେଉଁ ଘଟଣାବଳୀ ବିଷୟରେ ଭବିଷ୍ୟତବାଣୀ କହିଥିଲେ, ଏହା ସେଭଳି ଏକ ଘଟଣା। ଯୋୟେଲ କହିଥିଲେ; See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 କିନ୍ତୁ ଯୋୟେଲ ଭାବବାଦୀଙ୍କ ଦ୍ୱାରା ଯାହା ଉକ୍ତ ଅଛି, ଏହା ସେହି ଘଟଣା ଅଟେ; See the chapter |