ପ୍ରେରିତ 2:3 - ପବିତ୍ର ବାଇବଲ3 ସେମାନେ ଅଗ୍ନିଶିଖା ପରି ଜିହ୍ୱାଗୁଡ଼ିକ କିଛି ଦେଖିଲେ। ଏହି ଅଗ୍ନିଶିଖାସବୁ ଭାଗ ଭାଗ ହୋଇ ସେଠାରେ ଥିବା ପ୍ରତ୍ୟେକ ବ୍ୟକ୍ତିର ଉପରେ ରହିଲା। See the chapterପବିତ୍ର ବାଇବଲ (Re-edited) - (BSI)3 ଆଉ ଅଗ୍ନିସାଦୃଶ୍ୟ ଜିହ୍ଵାଗୁଡ଼ିକ ସେମାନଙ୍କ ଦୃଷ୍ଟିଗୋଚର ହୋଇ ଗୋଟି ଗୋଟି କରି ସେମାନଙ୍କ ପ୍ରତ୍ୟେକ ଜଣଙ୍କ ଉପରେ ଅଧିଷ୍ଠିତ ହେଲା। See the chapterଓଡିଆ ବାଇବେଲ3 ଆଉ ନିଆଁ ଭଳି ଜିହ୍ୱାଗୁଡ଼ିକ ସେମାନଙ୍କ ଦୃଷ୍ଟିଗୋଚର ହୋଇ ଗୋଟି ଗୋଟି କରି ସେମାନଙ୍କ ପ୍ରତ୍ୟେକ ଜଣଙ୍କ ଉପରକୁ ଉହ୍ଲାଇ ଆସିଲା । See the chapterପବିତ୍ର ବାଇବଲ (CL) NT (BSI)3 ତା’ପରେ ସେମାନେ ଦେଖିଲେ, କେତେଗୁଡ଼ିଏ ଅଗ୍ନି ଜିହ୍ୱା ପ୍ରସାରିତ ହୋଇ ସେଠାରେ ଥିବା ପ୍ରତ୍ୟେକଙ୍କୁ ସ୍ପର୍ଶ କଲା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଆଉ ନିଆଁ ଭଳି ଜିହ୍ୱାଗୁଡ଼ିକ ସେମାନଙ୍କ ଦୃଷ୍ଟିଗୋଚର ହୋଇ ଗୋଟି ଗୋଟି କରି ସେମାନଙ୍କ ପ୍ରତ୍ୟେକ ଜଣଙ୍କ ଉପରକୁ ଓହ୍ଲାଇ ଆସିଲା। See the chapter |