ପ୍ରେରିତ 2:46 - ପବିତ୍ର ବାଇବଲ46 ପ୍ରତିଦିନ ସେମାନେ ଏକାଠି ହୋଇ ଉପାସନା ମନ୍ଦିରରେ ପରସ୍ପରକୁ ଭେଟୁଥିଲେ। ସେ ସମସ୍ତଙ୍କର ଲକ୍ଷ୍ୟ ଏକ ଥିଲା। ସେମାନେ ସେମାନଙ୍କ ଘରେ ଏକତ୍ର ଖାଉଥିଲେ, ଏବଂ ଆନନ୍ଦପୂର୍ଣ୍ଣ ହୃଦୟରେ ପରସ୍ପରକୁ ଏଥିର ଅଂଶୀ କରାଉଥିଲେ। See the chapterପବିତ୍ର ବାଇବଲ (Re-edited) - (BSI)46 ଆଉ, ସେମାନେ ଏକଚିତ୍ତ ହୋଇ ପ୍ରତିଦିନ ମନ୍ଦିରରେ ସମବେତ ହୋଇ ରହୁଥିଲେ ଓ ଘରେ ଘରେ ରୋଟୀ ଭାଙ୍ଗି ଆନନ୍ଦରେ ଓ ସରଳ ହୃଦୟରେ ଭୋଜନପାନ କରି ଈଶ୍ଵରଙ୍କ ପ୍ରଶଂସା କରୁଥିଲେ ପ୍ରେରିତ. ୧:୧୪ ଲୂକ. ୨୪:୫୩ See the chapterଓଡିଆ ବାଇବେଲ46 ଆଉ, ସେମାନେ ଏକଚିତ୍ତ ହୋଇ ପ୍ରତିଦିନ ମନ୍ଦିରରେ ସମବେତ ହୋଇ ରହୁଥିଲେ ଓ ଘରେ ଘରେ ରୁଟି ଭାଙ୍ଗି ଆନନ୍ଦରେ ଓ ସରଳ ହୃଦୟରେ ଭୋଜନପାନ କରି ଈଶ୍ୱରଙ୍କ ପ୍ରଶଂସା କରୁଥିଲେ । See the chapterପବିତ୍ର ବାଇବଲ (CL) NT (BSI)46 ସେମାନେ ପ୍ରତିଦିନ ଉପାସନା ମନ୍ଦିରରେ ଗୋଟିଏ ଦଳ ରୂପେ ଏକତ୍ରିତ ହେଉଥିଲେ ଏବଂ ଆନନ୍ଦ ମନରେ ଓ ନମ୍ରଚିତ୍ତରେ See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT46 ଆଉ, ସେମାନେ ଏକଚିତ୍ତ ହୋଇ ପ୍ରତିଦିନ ମନ୍ଦିରରେ ସମବେତ ହୋଇ ରହୁଥିଲେ ଓ ଘରେ ଘରେ ରୁଟି ଭାଙ୍ଗି ଆନନ୍ଦରେ ଓ ସରଳ ହୃଦୟରେ ଭୋଜନପାନ କରି ଈଶ୍ବରଙ୍କ ପ୍ରଶଂସା କରୁଥିଲେ। See the chapter |