ପ୍ରେରିତ 20:35 - ପବିତ୍ର ବାଇବଲ35 ମୋର ସମସ୍ତ କାର୍ଯ୍ୟ ଦ୍ୱାରା ମୁଁ ତୁମ୍ଭମାନଙ୍କୁ ଏହି ଆଦର୍ଶ ଦେଖାଇଅଛି ଯେ, ଏହିପରି ପରିଶ୍ରମ କରି ଆମ୍ଭେ ଗରିବମାନଙ୍କୁ ସାହାଯ୍ୟ କରିବା ଉଚିତ୍। ଆମ୍ଭେ ସମସ୍ତେ ପ୍ରଭୁ ଯୀଶୁଙ୍କର ଏହି ବାକ୍ୟ ମନେ ରଖିବା ଉଚିତ୍ ଯେ, ‘ଗ୍ରହଣ କରିବା ଅପେକ୍ଷା ଦାନ ଦେବା ଅଧିକ ଶ୍ରେଷ୍ଠ ଅଟେ।’” See the chapterପବିତ୍ର ବାଇବଲ (Re-edited) - (BSI)35 ଏହି ପ୍ରକାରେ ପରିଶ୍ରମ କରି ଦୁର୍ବଳମାନଙ୍କୁ ସାହାଯ୍ୟ କରିବା, ପୁଣି “ଗ୍ରହଣ କରିବା ଅପେକ୍ଷା ଦାନ କରିବା ଅଧିକ ଶ୍ରେୟସ୍କର”, ପ୍ରଭୁ ଯୀଶୁ ସ୍ଵୟଂ ଏହି ଯେଉଁ କଥା କହିଅଛନ୍ତି, ତାହା ସ୍ମରଣ କରିବା ତୁମ୍ଭମାନଙ୍କର ଯେ ଉଚିତ, ଏହିସମସ୍ତ ବିଷୟରେ ମୁଁ ତୁମ୍ଭମାନଙ୍କୁ ଦୃଷ୍ଟାନ୍ତ ଦେଖାଇଅଛି। See the chapterଓଡିଆ ବାଇବେଲ35 ଏହି ପ୍ରକାରେ ପରିଶ୍ରମ କରି ଦୁର୍ବଳ ମାନଙ୍କୁ ସାହାଯ୍ୟ କରିବା, ପୁଣି, "ଗ୍ରହଣ କରିବା ଅପେକ୍ଷା ଦାନ କରିବା ଅତି ଉତ୍ତମ", ଏହି ଯେଉଁ କଥା ପ୍ରଭୁ ଯୀଶୁ ସ୍ୱୟଂ କହିଅଛନ୍ତି, ତାହା ସ୍ମରଣ କରିବା ତୁମ୍ଭମାନଙ୍କର ଯେ ଉଚିତ, ଏହି ସମସ୍ତ ବିଷୟରେ ମୁଁ ତୁମ୍ଭମାନଙ୍କୁ ଆଦର୍ଶ ଦେଖାଇଅଛି । See the chapterପବିତ୍ର ବାଇବଲ (CL) NT (BSI)35 ‘ପାଇବାଠାରୁ ଦାନ କରିବାରେ ଅଧିକ ଆନନ୍ଦ ଥାଏ’, ସ୍ୱୟଂ ପ୍ରଭୁ ଯୀଶୁଙ୍କର ଏହି ବାକ୍ୟକୁ ସ୍ମରଣ କରି ଏହି ପ୍ରକାର କଠିଣ ପରିଶ୍ରମ ଦ୍ୱାରା ଆମେ ଦୁର୍ବଳ ଲୋକମାନଙ୍କୁ ସାହାଯ୍ୟ କରିବା ଉଚିତ, ଏ ସମ୍ପର୍କରେ ମୁଁ ସବୁବେଳେ ତୁମ୍ଭମାନଙ୍କୁ ଆଦର୍ଶ ଦେଖାଇଛି।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ଏହି ପ୍ରକାରେ ପରିଶ୍ରମ କରି ଦୁର୍ବଳମାନଙ୍କୁ ସାହାଯ୍ୟ କରିବା, ପୁଣି, “ଗ୍ରହଣ କରିବା ଅପେକ୍ଷା ଦାନ କରିବା ଅତି ଉତ୍ତମ,” ଏହି ଯେଉଁ କଥା ପ୍ରଭୁ ଯୀଶୁ ସ୍ୱୟଂ କହିଅଛନ୍ତି, ତାହା ସ୍ମରଣ କରିବା ତୁମ୍ଭମାନଙ୍କର ଯେ ଉଚିତ, ଏହି ସମସ୍ତ ବିଷୟରେ ମୁଁ ତୁମ୍ଭମାନଙ୍କୁ ଆଦର୍ଶ ଦେଖାଇଅଛି। See the chapter |