Online Bible

- Advertisements -




ପ୍ରେରିତ 22:20 - ପବିତ୍ର ବାଇବଲ

20 ତୁମ୍ଭର ସାକ୍ଷୀ ସ୍ତିଫାନଙ୍କ ରକ୍ତ ବହିଯାଉଥିବା ସମୟରେ ମୁଁ ସେଠାରେ ଠିଆ ହୋଇ ସେହି କାର୍ଯ୍ୟକୁ ସମର୍ଥନ କରୁଥିଲି। ମୁଁ ତାହାଙ୍କୁ ହତ୍ୟା କରୁଥିବା ଲୋକମାନଙ୍କର ଲୁଗାପଟାକୁ ଜଗିଥିଲି, ଏସବୁ କଥା ସେମାନେ ଜାଣନ୍ତି।’

See the chapter Copy

ପବିତ୍ର ବାଇବଲ (Re-edited) - (BSI)

20 ଆଉ, ଯେତେବେଳେ ଆପଣଙ୍କ ସାକ୍ଷୀ ସ୍ତିଫାନଙ୍କ ରକ୍ତପାତ ହେଉଥିଲା, ସେତେବେଳେ ମୁଁ ମଧ୍ୟ ପାଖରେ ଠିଆ ହୋଇ ତାହା ସମର୍ଥନ କରୁଥିଲି, ପୁଣି ଘାତକମାନଙ୍କର ବସ୍ତ୍ର ରକ୍ଷା କରୁଥିଲି।

See the chapter Copy

ଓଡିଆ ବାଇବେଲ

20 ଆଉ ଆପଣଙ୍କ ସାକ୍ଷୀ ସ୍ତିଫାନଙ୍କ ରକ୍ତପାତ ଯେତେବେଳେ ହେଉଥିଲା, ସେତେବେଳେ ମୁଁ ମଧ୍ୟ ପାଖରେ ଠିଆ ହୋଇ ତାହା ସମର୍ଥନ କରୁଥିଲି, ପୁଣି, ଘାତକମାନଙ୍କର ବସ୍ତ୍ର ରକ୍ଷା କରୁଥିଲି ।

See the chapter Copy

ପବିତ୍ର ବାଇବଲ (CL) NT (BSI)

20 ପୁଣି ଯେତେବେଳେ ଆପଣଙ୍କର ସାକ୍ଷୀ ସ୍ତିଫାନଙ୍କୁ ହତ୍ୟା କରାଗଲା, ମୁଁ ନିଜେ ସେଠାରେ ଥିଲି; ତାଙ୍କୁ ପ୍ରାଣରେ ମାରିଦେବା ପାଇଁ ମୋର ସମ୍ମତି ଜଣାଇଥିଲି ଓ ତାଙ୍କର ହତ୍ୟାକାରୀମାନଙ୍କର ଉତ୍ତରୀୟ ବସ୍ତ୍ରଗୁଡ଼ିକୁ ଜଗି ରହିଥିଲି।’

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଆଉ ଆପଣଙ୍କ ସାକ୍ଷୀ ସ୍ତିଫାନଙ୍କ ରକ୍ତପାତ ଯେତେବେଳେ ହେଉଥିଲା, ସେତେବେଳେ ମୁଁ ମଧ୍ୟ ପାଖରେ ଠିଆ ହୋଇ ତାହା ସମର୍ଥନ କରୁଥିଲି, ପୁଣି, ଘାତକମାନଙ୍କର ବସ୍ତ୍ର ରକ୍ଷା କରୁଥିଲି।

See the chapter Copy




ପ୍ରେରିତ 22:20

Follow us:

Advertisements


Advertisements