ପ୍ରେରିତ 22:23 - ପବିତ୍ର ବାଇବଲ23 ସେମାନେ ଚିତ୍କାର କରି ନିଜ ନିଜ ଲୁଗାପଟା ବାହାର କରି ଫୋପାଡ଼ି ଦେଲେ ଓ ଶୂନ୍ୟକୁ ଧୂଳି ଫୋପାଡ଼ିଲେ। See the chapterପବିତ୍ର ବାଇବଲ (Re-edited) - (BSI)23 ଆଉ, ଯେତେବେଳେ ସେମାନେ ଚିତ୍କାର କରି ଆପଣା ଆପଣା ବସ୍ତ୍ର ଫୋପାଡ଼ି ଆକାଶ ଆଡ଼କୁ ଧୂଳି ପକାଇବାକୁ ଲାଗିଲେ, See the chapterଓଡିଆ ବାଇବେଲ23 ପୁଣି, ଯେତେବେଳେ ସେମାନେ ଚିତ୍କାର କରି ନିଜ ନିଜ ବସ୍ତ୍ର ଫୋପାଡ଼ି ଆକାଶ ଆଡ଼କୁ ଧୂଳି ପକାଇବାକୁ ଲାଗିଲେ, See the chapterପବିତ୍ର ବାଇବଲ (CL) NT (BSI)23 ସେମାନେ ଚିକ୍ରାର କରୁଥିଲେ, ଲୁଗା ଉଡ଼ାଇ ଥିଲେ ଓ ଉପରକୁ ଧୂଳି ଫିଙ୍ଗୁଥିଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ପୁଣି, ଯେତେବେଳେ ସେମାନେ ଚିତ୍କାର କରି ନିଜ ନିଜ ବସ୍ତ୍ର ଫୋପାଡ଼ି ଆକାଶ ଆଡ଼କୁ ଧୂଳି ପକାଇବାକୁ ଲାଗିଲେ, See the chapter |