ପ୍ରେରିତ 22:28 - ପବିତ୍ର ବାଇବଲ28 ସେନାଧ୍ୟକ୍ଷ କହିଲେ, “ମୁଁ ଜଣେ ରୋମୀୟ ନାଗରିକ ହେବା ପାଇଁ ପ୍ରଚୁର ଟଙ୍କା ଦେଇଥିଲି।” ପାଉଲ କହିଲେ, “କିନ୍ତୁ ମୁଁ ଜଣେ ରୋମୀୟ ନାଗରିକ ଭାବେ ଜନ୍ମ ନେଇଥିଲି।” See the chapterପବିତ୍ର ବାଇବଲ (Re-edited) - (BSI)28 ସେଥିରେ ସହସ୍ରସେନାପତି ଉତ୍ତର ଦେଲେ, ଅନେକ ଅର୍ଥ ଦେଇ ମୁଁ ଏହି ନାଗରିକ ପଦ ପ୍ରାପ୍ତ ହୋଇଅଛି। ପାଉଲ କହିଲେ, କିନ୍ତୁ ମୁଁ ଜନ୍ମରେ ରୋମୀୟ। See the chapterଓଡିଆ ବାଇବେଲ28 ସେଥିରେ ସହସ୍ର ସେନାପତି ଉତ୍ତର ଦେଲେ, ଅନେକ ଅର୍ଥ ଦେଇ ମୁଁ ଏହି ନାଗରିକ ପଦ ପ୍ରାପ୍ତ ହୋଇଅଛି । ପାଉଲ କହିଲେ, କିନ୍ତୁ ମୁଁ ଜନ୍ମରେ ରୋମୀୟ । See the chapterପବିତ୍ର ବାଇବଲ (CL) NT (BSI)28 ସେନାପତି କହିଲେ, “ଅନେକ ଟଙ୍କା ବିନିମୟରେ ମୁଁ ଜଣେ ରୋମୀୟ ନାଗରିକ ହୋଇଛି।” ପାଉଲ ଉତ୍ତର ଦେଲେ, “କିନ୍ତୁ ମୁଁ ଜନ୍ମରୁ ରୋମୀୟ।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ସେଥିରେ ସହସ୍ର-ସେନାପତି ଉତ୍ତର ଦେଲେ, ଅନେକ ଅର୍ଥ ଦେଇ ମୁଁ ଏହି ନାଗରିକ ପଦ ପ୍ରାପ୍ତ ହୋଇଅଛି। ପାଉଲ କହିଲେ, କିନ୍ତୁ ମୁଁ ଜନ୍ମରେ ରୋମୀୟ। See the chapter |