ପ୍ରେରିତ 23:33 - ପବିତ୍ର ବାଇବଲ33 ସେମାନେ କାଇସରୀଆରେ ପହଞ୍ଚି ରାଜ୍ୟପାଳକୁ ପତ୍ରଟି ଦେଲେ। ତା'ପରେ ସେମାନେ ପାଉଲଙ୍କୁ ତାହାଙ୍କ ହାତରେ ସମର୍ପଣ କଲେ। See the chapterପବିତ୍ର ବାଇବଲ (Re-edited) - (BSI)33 ପରେ ଅଶ୍ଵାରୋହୀମାନେ କାଇସରୀଆକୁ ଆସି ଶାସନକର୍ତ୍ତାଙ୍କୁ ପତ୍ର ଦେଲେ, ପୁଣି ପାଉଲଙ୍କୁ ମଧ୍ୟ ତାଙ୍କ ଛାମୁରେ ଉପସ୍ଥିତ କଲେ। See the chapterଓଡିଆ ବାଇବେଲ33 ପରେ ଅଶ୍ୱାରୋହୀମାନେ କାଇସରିୟାକୁ ଆସି ଶାସନକର୍ତ୍ତା ଫେଲିକ୍ସ୍ଙ୍କୁ ଚିଠି ଦେଲେ, ପୁଣି, ପାଉଲଙ୍କୁ ମଧ୍ୟ ତାହାଙ୍କ ଛାମୁରେ ଉପସ୍ଥିତ କଲେ । See the chapterପବିତ୍ର ବାଇବଲ (CL) NT (BSI)33 ପାଉଲଙ୍କୁ ନେଇ ସିସେରିଆରେ ପହଞ୍ଚିଲେ। ସେଠାରେ ସୈନ୍ୟାଧ୍ୟକ୍ଷଙ୍କ ପତ୍ର ସହ ପାଉଲଙ୍କୁ ରାଜ୍ୟପାଳଙ୍କ ଜିମା କରିଦେଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ପରେ ଅଶ୍ୱାରୋହୀମାନେ କାଇସରିୟାକୁ ଆସି ଶାସନକର୍ତ୍ତା ଫେଲିକ୍ସ୍ଙ୍କୁ ଚିଠି ଦେଲେ, ପୁଣି, ପାଉଲଙ୍କୁ ମଧ୍ୟ ତାହାଙ୍କ ଛାମୁରେ ଉପସ୍ଥିତ କଲେ। See the chapter |