Online Bible

- Advertisements -




ପ୍ରେରିତ 23:35 - ପବିତ୍ର ବାଇବଲ

35 ରାଜ୍ୟପାଳ କହିଲେ, “ତୁମ୍ଭର ଅଭିଯୋଗକାରୀମାନେ ଏଠାରେ ପହଞ୍ଚିବା ପରେ, ମୁଁ ତୁମ୍ଭ ବିଷୟରେ ଶୁଣିବି।” ସେ ପାଉଲଙ୍କୁ ହେରୋଦଙ୍କର ପ୍ରାସାଦରେ ରଖିବା ପାଇଁ ଆଦେଶ ଦେଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

35 ତୁମ୍ଭର ଅଭିଯୋଗକାରୀମାନେ ମଧ୍ୟ ଉପସ୍ଥିତ ହେଲେ ଆମ୍ଭେ ତୁମ୍ଭର କଥା ଶୁଣିବା। ଆଉ, ସେ ହେରୋଦଙ୍କ ପ୍ରାସାଦରେ ତାଙ୍କୁ ରଖିବା ନିମନ୍ତେ ଆଜ୍ଞା ଦେଲେ।

See the chapter Copy

ଓଡିଆ ବାଇବେଲ

35 ତୁମ୍ଭର ଅଭିଯୋଗକାରୀମାନେ ମଧ୍ୟ ଉପସ୍ଥିତ ହେଲେ ଆମ୍ଭେ ତୁମ୍ଭର କଥା ଶୁଣିବା । ଆଉ ସେ ହେରୋଦଙ୍କ ପ୍ରାସାଦରେ ତାହାଙ୍କୁ ରଖିବା ନିମନ୍ତେ ଆଦେଶ ଦେଲେ ।

See the chapter Copy

ପବିତ୍ର ବାଇବଲ (CL) NT (BSI)

35 ସେ କହିଲେ, “ତୁମର ଅଭିଯୋଗକାରୀମାନେ ପହଞ୍ଚିବା ପରେ ମୁଁ ତୁମ କଥା ଶୁଣିବି।” ତା’ପରେ ପାଉଲଙ୍କୁ ହେରୋଦଙ୍କ ରାଜପ୍ରାସାଦରେ ବନ୍ଦୀ କରି ରଖିବା ପାଇଁ ଆଦେଶ ଦେଲେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 ତୁମ୍ଭର ଅଭିଯୋଗକାରୀମାନେ ମଧ୍ୟ ଉପସ୍ଥିତ ହେଲେ ଆମ୍ଭେ ତୁମ୍ଭର କଥା ଶୁଣିବା। ଆଉ ସେ ହେରୋଦଙ୍କ ପ୍ରାସାଦରେ ତାହାଙ୍କୁ ରଖିବା ନିମନ୍ତେ ଆଦେଶ ଦେଲେ।

See the chapter Copy




ପ୍ରେରିତ 23:35

Follow us:

Advertisements


Advertisements