ପ୍ରେରିତ 23:8 - ପବିତ୍ର ବାଇବଲ8 ସାଦ୍ଦୂକୀମାନେ ବିଶ୍ୱାସ କରନ୍ତି ଯେ ମୃତ ଲୋକମାନଙ୍କର ପୁନରୁତ୍ଥାନ ହୁଏ ନାହିଁ କି କୌଣସି ସ୍ୱର୍ଗଦୂତ କିଅବା ଆତ୍ମା କେହି ନାହାନ୍ତି। କିନ୍ତୁ ଫାରୂଶୀମାନେ ଏ ଦୁଇଟି ବିଷୟକୁ ବିଶ୍ୱାସ କରନ୍ତି। See the chapterପବିତ୍ର ବାଇବଲ (Re-edited) - (BSI)8 କାରଣ ସାଦ୍ଦୂକୀମାନେ ପୁନରୁତ୍ଥାନ ନାହିଁ, କିମ୍ଵା ଦୂତ ଅବା ଆତ୍ମା ନାହିଁ ବୋଲି କହନ୍ତି, କିନ୍ତୁ ଫାରୂଶୀମାନେ ଉଭୟ ସ୍ଵୀକାର କରନ୍ତି। See the chapterଓଡିଆ ବାଇବେଲ8 କାରଣ ସାଦ୍ଦୂକୀମାନେ ପୁନରୁତ୍ଥାନ, ଦୂତ ଅବା ଆତ୍ମା ନାହାଁନ୍ତି ବୋଲି କହନ୍ତି, କିନ୍ତୁ ଫାରୂଶୀମାନେ ଉଭୟ ସ୍ୱୀକାର କରନ୍ତି । See the chapterପବିତ୍ର ବାଇବଲ (CL) NT (BSI)8 (କାରଣ ସାଦ୍ଦୁକୀମାନଙ୍କ ମତରେ ମୃତମାନଙ୍କ ପୁନରୁତ୍ଥାନ ନାହିଁ, ସ୍ୱର୍ଗଦୂତ ବା ଆତ୍ମାମାନଙ୍କର ଅସ୍ତିତ୍ୱ ନାହିଁ; କିନ୍ତୁ ଫାରୁଶୀମାନେ ଏହି ତିନୋଟି ବିଷୟରେ ବିଶ୍ୱାସ କରନ୍ତି।) See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 କାରଣ ସାଦ୍ଦୂକୀମାନେ ପୁନରୁତ୍ଥାନ, ଦୂତ ଅବା ଆତ୍ମା ନାହାନ୍ତି ବୋଲି କହନ୍ତି, କିନ୍ତୁ ଫାରୂଶୀମାନେ ଉଭୟ ସ୍ୱୀକାର କରନ୍ତି। See the chapter |