Online Bible

- Advertisements -




ପ୍ରେରିତ 24:8 - ପବିତ୍ର ବାଇବଲ

8 ଆପଣ ନିଜେ ତାକୁ ପରୀକ୍ଷା କରି ତାହାଠାରୁ ଆମ୍ଭେ ତାଙ୍କ ବିରୁଦ୍ଧରେ କରିଥିବା ସମସ୍ତ ଅଭିଯୋଗର ସତ୍ୟାସତ୍ୟ ଜାଣି ପାରିବେ।”

See the chapter Copy

ପବିତ୍ର ବାଇବଲ (Re-edited) - (BSI)

8 ଆଉ, ଏହାର ଅଭିଯୋଗକାରୀମାନଙ୍କୁ ଆପଣଙ୍କ ସମ୍ମୁଖରେ ଉପସ୍ଥିତ ହେବା ନିମନ୍ତେ ଆଜ୍ଞା ଦେଲେ ]। ଏହି ଯେସମସ୍ତ ବିଷୟରେ ଆମ୍ଭେମାନେ ଏହା ବିରୁଦ୍ଧରେ ଅଭିଯୋଗ କରୁଅଛୁ, ଆପଣ ନିଜେ ଏହାକୁ ପଚାରିଲେ ସେହିସବୁ ଅବଗତ ହୋଇ ପାରିବେ।

See the chapter Copy

ଓଡିଆ ବାଇବେଲ

8 ଆଉ ଏହାର ଅଭିଯୋଗକାରୀମାନଙ୍କୁ ଆପଣଙ୍କ ସମ୍ମୁଖରେ ଉପସ୍ଥିତ ହେବା ପାଇଁ ଆଦେଶ ଦେଲେ । ଏହି ଯେ ସମସ୍ତ ବିଷୟରେ ଆମ୍ଭେମାନେ ଏହା ବିରୁଦ୍ଧରେ ଅଭିଯୋଗ କରୁଅଛୁ, ଆପଣ ନିଜେ ଏହାକୁ ପଚାରିଲେ ସେହି ସବୁ ଅବଗତ ହୋଇ ପାରିବେ ।

See the chapter Copy

ପବିତ୍ର ବାଇବଲ (CL) NT (BSI)

8 ଆମେ ଏହା ବିରୁଦ୍ଧରେ ଯେଉଁ ସବୁ ଅଭିଯୋଗ କରୁଛୁ, ତାହା ଆପଣ ନିଜେ ଏହି ଲୋକକୁ ଜେରା କରି ଜାଣିପାରିବେ।”

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଆଉ ଏହାର ଅଭିଯୋଗକାରୀମାନଙ୍କୁ ଆପଣଙ୍କ ସମ୍ମୁଖରେ ଉପସ୍ଥିତ ହେବା ପାଇଁ ଆଦେଶ ଦେଲେ। ଏହି ଯେ ସମସ୍ତ ବିଷୟରେ ଆମ୍ଭେମାନେ ଏହା ବିରୁଦ୍ଧରେ ଅଭିଯୋଗ କରୁଅଛୁ, ଆପଣ ନିଜେ ଏହାକୁ ପଚାରିଲେ ସେହିସବୁ ଅବଗତ ହୋଇପାରିବେ।

See the chapter Copy




ପ୍ରେରିତ 24:8

Follow us:

Advertisements


Advertisements