ପ୍ରେରିତ 27:4 - ପବିତ୍ର ବାଇବଲ4 ତା'ପରେ ଆମ୍ଭେ ସୀଦୋନ ନଗର ଛାଡ଼ିଲୁ। ସେ ସମୟରେ ପ୍ରତିକୂଳ ପବନ ବହୁଥିଲା। ତେଣୁ ଆମ୍ଭେ ସାଇପ୍ରସ୍ ଉପଦ୍ୱୀପ ନିକଟ ଦେଇ ଜଳଯାତ୍ରା କଲୁ। See the chapterପବିତ୍ର ବାଇବଲ (Re-edited) - (BSI)4 ସେହି ସ୍ଥାନରୁ ଜାହାଜ ଫିଟାଇ ପ୍ରତିକୂଳ ପବନ ହେତୁ ଆମ୍ଭେମାନେ କୁପ୍ରର ଉହାଡ଼େ ଉହାଡ଼େ ଯାତ୍ରା କରି See the chapterଓଡିଆ ବାଇବେଲ4 ସେହି ସ୍ଥାନରୁ ଜାହାଜ ଫିଟାଇ ପ୍ରତିକୂଳ ପବନ ହେତୁ ଆମ୍ଭେମାନେ କୁପ୍ରର ଆଶ୍ରୟସ୍ଥଳୀ ଦେଇ ଯାତ୍ରା କରି, See the chapterପବିତ୍ର ବାଇବଲ (CL) NT (BSI)4 ଆମେ ସେଠାରୁ ଯାତ୍ରା କରିବା ସମୟରେ ପ୍ରତିକୂଳ ପବନ ବହିବାରୁ ସାଇପ୍ରସ୍ ଦ୍ୱୀପର ଉହାଡ଼େ ଉହାଡ଼େ ଗଲୁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସେହି ସ୍ଥାନରୁ ଜାହାଜ ଫିଟାଇ ପ୍ରତିକୂଳ ପବନ ହେତୁ ଆମ୍ଭେମାନେ ସାଇପ୍ରସ୍ ଦ୍ୱୀପର ଆଶ୍ରୟସ୍ଥଳୀ ଦେଇ ଯାତ୍ରା କରି, See the chapter |