Online Bible

- Advertisements -




ପ୍ରେରିତ 27:41 - ପବିତ୍ର ବାଇବଲ

41 କିନ୍ତୁ ଜାହାଜଟି ଦୁଇଟି ସମୁଦ୍ରର ସଙ୍ଗମ ସ୍ଥାନରେ ଗୋଟିଏ ବାଲିଚଡ଼ାଠାରେ ଧ‌କ୍‌କା ଖାଇ ଲାଗିଗଲା। ତେଣୁ ଜାହାଜର ଆଗ ଅଂଶ ଅଚଳ ହୋଇଗଲା ଓ ପଛ ଭାଗ ଲହରୀ ଧ‌କ୍‌କାରେ ଭାଙ୍ଗି ଖଣ୍ଡ ଖଣ୍ଡ ହୋଇଗଲା।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

41 କିନ୍ତୁ ସେମାନେ ଦୁଇ ସମୁଦ୍ର ମିଶିଥିବା ସ୍ଥାନରେ ଯାଇ ପଡ଼ନ୍ତେ, ଜାହାଜଟି ଚଡ଼ାରେ ଲାଗିଗଲା; ତାʼର ସମ୍ମୁଖ ଭାଗ ଲାଖିଯାଇ ଅଚଳ ହୋଇ ରହିଲା, କିନ୍ତୁ ପଛ ଭାଗ ତରଙ୍ଗର ପ୍ରଚଣ୍ତତାରେ ଭାଙ୍ଗିଯିବାକୁ ଲାଗିଲା।

See the chapter Copy

ଓଡିଆ ବାଇବେଲ

41 କିନ୍ତୁ ସେମାନେ ଦୁଇ ସମୁଦ୍ର ମିଶିଥିବା ସ୍ଥାନରେ ଯାଇ ପଡ଼ନ୍ତେ, ଜାହାଜଟି ଚଡ଼ାରେ(ଭୂସଂଲଘ୍ନ ବାଲିରେ) ଲାଗିଗଲା; ତା'ର ସମ୍ମୁଖଭାଗ ଲାଖିଯାଇ ଅଚଳ ହୋଇ ରହିଲା, କିନ୍ତୁ ପଛ ଭାଗ ତରଙ୍ଗର ପ୍ରଚଣ୍ଡତାରେ ଭାଙ୍ଗି ଯିବାକୁ ଲାଗିଲା ।

See the chapter Copy

ପବିତ୍ର ବାଇବଲ (CL) NT (BSI)

41 କିନ୍ତୁ ବାଲି ଚଡ଼ା ଉପରେ ପିଟି ହୋଇ ଜାହାଜର ସାମନା ଭାଗଟି ତଳେ ପୋତି ହୋଇଗଲା ଓ ଲହଡ଼ାର ପ୍ରବଳ ଆଘାତରେ ଜାହାଜର ପଛ ଭାଗ ଖଣ୍ଡ ବିଖଣ୍ଡିତ ହେଲା।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

41 କିନ୍ତୁ ସେମାନେ ଦୁଇ ସମୁଦ୍ର ମିଶିଥିବା ସ୍ଥାନରେ ଯାଇ ପଡ଼ନ୍ତେ, ଜାହାଜଟି ଚଡ଼ାରେ ଲାଗିଗଲା; ତାହାର ସମ୍ମୁଖଭାଗ ଲାଖିଯାଇ ଅଚଳ ହୋଇ ରହିଲା, କିନ୍ତୁ ପଛ ଭାଗ ତରଙ୍ଗର ପ୍ରଚଣ୍ଡତାରେ ଭାଙ୍ଗି ଯିବାକୁ ଲାଗିଲା।

See the chapter Copy




ପ୍ରେରିତ 27:41

Follow us:

Advertisements


Advertisements