ପ୍ରେରିତ 3:11 - ପବିତ୍ର ବାଇବଲ11 ସେ ସୁସ୍ଥ ଲୋକଟି ପିତର ଓ ଯୋହନଙ୍କ ପାଖେ ପାଖେ ରହିଲା। ତେଣୁ ସମସ୍ତେ ଆଶ୍ଚର୍ଯ୍ୟ ହୋଇ “ଶଲୋମନଙ୍କ ମଣ୍ଡପ”ରେ ସେମାନଙ୍କ ପାଖକୁ ଦୌଡ଼ି ଆସିଲେ। ତାହା ଦେଖି ପିତର ଲୋକମାନଙ୍କୁ କହିଲେ, “ହେ ଇସ୍ରାଏଲର ଲୋକମାନେ, ତୁମ୍ଭେମାନେ ଏହା ଦେଖି କାହିଁକି ଆଶ୍ଚର୍ଯ୍ୟ ହେଉଅଛ? See the chapterପବିତ୍ର ବାଇବଲ (Re-edited) - (BSI)11 ସେ ପିତର ଓ ଯୋହନଙ୍କୁ ଧରି ରହିଥିବା ସମୟରେ ଲୋକସମସ୍ତେ ଅତିଶୟ ବିସ୍ମୟାପନ୍ନ ହୋଇ ଶଲୋମନଙ୍କ ମଣ୍ତପରେ ସେମାନଙ୍କ ନିକଟକୁ ଏକତ୍ର ଦୌଡ଼ିଆସିଲେ। See the chapterଓଡିଆ ବାଇବେଲ11 ସେ ପିତର ଓ ଯୋହନଙ୍କୁ ଧରି ରହିଥିବା ସମୟରେ ଲୋକ ସମସ୍ତେ ଅତିଶୟ ବିସ୍ମୟାପନ୍ନ ହୋଇ ଶଲୋମନଙ୍କ ମଣ୍ଡପରେ ସେମାନଙ୍କ ନିକଟକୁ ଏକତ୍ର ଦୌଡ଼ିଆସିଲେ । See the chapterପବିତ୍ର ବାଇବଲ (CL) NT (BSI)11 ସେ ଲୋକଟି ପିତର ଓ ଯୋହନଙ୍କ ସଙ୍ଗେ ସଙ୍ଗେ ରହିବାର ଦେଖି ଲୋକମାନେ ବିସ୍ମୟାପନ୍ନ ହୋଇ ଶଲୋମନଙ୍କ ମଣ୍ଡପ ନିକଟକୁ ଦୌଡ଼ିଗଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ସେ ପିତର ଓ ଯୋହନଙ୍କୁ ଧରି ରହିଥିବା ସମୟରେ ଲୋକ ସମସ୍ତେ ଅତିଶୟ ବିସ୍ମୟାପନ୍ନ ହୋଇ ଶଲୋମନଙ୍କ ମଣ୍ଡପରେ ସେମାନଙ୍କ ନିକଟକୁ ଏକତ୍ର ଦୌଡ଼ିଆସିଲେ। See the chapter |