ପ୍ରେରିତ 3:23 - ପବିତ୍ର ବାଇବଲ23 ଯେଉଁ ଲୋକ ତାହାଙ୍କ କଥାର ବାଧ୍ୟ ହେବ ନାହିଁ ତା'ର ମୃତ୍ୟୁ ଘଟିବ ଓ ପରମେଶ୍ୱରଙ୍କ ଲୋକମାନଙ୍କ ମଧ୍ୟରୁ ସେ ବିଚ୍ଛିନ୍ନ କରି ଦିଆଯିବ।’ See the chapterପବିତ୍ର ବାଇବଲ (Re-edited) - (BSI)23 କିନ୍ତୁ ଏପରି ଘଟିବ ଯେ, ଯେଉଁ ପ୍ରାଣୀ ସେହି ଭାବବାଦୀଙ୍କର କଥା ଶୁଣିବ ନାହିଁ, ସେ ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ। See the chapterଓଡିଆ ବାଇବେଲ23 କିନ୍ତୁ ଏପରି ଘଟିବ ଯେ, ଯେଉଁ ପ୍ରାଣୀ ସେହି ଭାବବାଦୀଙ୍କର କଥା ଶୁଣିବ ନାହିଁ, ସେ ଲୋକମାନଙ୍କ ମଧ୍ୟରେ ବିନଷ୍ଟ ହେବ । See the chapterପବିତ୍ର ବାଇବଲ (CL) NT (BSI)23 ଯେ କେହି ସେହି ଭାବବାଦୀଙ୍କ ବାକ୍ୟ ପାଳନ ନ କରେ, ତାକୁ ଈଶ୍ୱରଙ୍କ ଲୋକମାନଙ୍କଠାରୁ ପୃଥକ୍ କରି ବିନଷ୍ଟ କରାଯିବ।’’ See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 କିନ୍ତୁ ଏପରି ଘଟିବ ଯେ, ଯେଉଁ ପ୍ରାଣୀ ସେହି ଭାବବାଦୀଙ୍କର କଥା ଶୁଣିବ ନାହିଁ, ସେ ଲୋକମାନଙ୍କ ମଧ୍ୟରେ ବିନଷ୍ଟ ହେବ। See the chapter |